Online Bible

- Reklamy -




ଆଦି ପୁସ୍ତକ 40:15 - ଓଡିଆ ବାଇବେଲ

15 କାରଣ ଏବ୍ରୀୟମାନଙ୍କ ଦେଶରୁ ଲୋକମାନେ ମୋତେ ନିତାନ୍ତ ଚୋରି କରି ଆଣିଅଛନ୍ତି; ପୁଣି, ଏହି ସ୍ଥାନରେ ମଧ୍ୟ ମୁଁ କିଛି କରି ନାହିଁ, ତଥାପି ସେମାନେ ମୋତେ ଏହି କାରାକୂପରେ ବନ୍ଦ କରିଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 କାରଣ ଏବ୍ରୀୟମାନଙ୍କ ଦେଶରୁ ଲୋକମାନେ ମୋତେ ନିତା; ଚୋରି କରି ଆଣିଅଛନ୍ତି; ପୁଣି ଏ ସ୍ଥାନରେ ମଧ୍ୟ ମୁଁ କିଛି କରି ନାହିଁ, ତଥାପି ସେମାନେ ମୋତେ ଏହି କାରାକୂପରେ ବନ୍ଦ କରିଅଛନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 କାରଣ ଏବ୍ରୀୟମାନଙ୍କ ଦେଶରୁ ଲୋକମାନେ ମୋତେ ନିତାନ୍ତ ଚୋରି କରି ଆଣିଅଛନ୍ତି; ପୁଣି, ଏହି ସ୍ଥାନରେ ମଧ୍ୟ ମୁଁ କିଛି କରି ନାହିଁ, ତଥାପି ସେମାନେ ମୋତେ ଏହି କାରାକୂପରେ ବନ୍ଦ କରିଅଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ

15 କାରଣ ଏବ୍ରୀୟମାନଙ୍କ ଦେଶରୁ ଲୋକମାନେ ମୋତେ ବଳପୂର୍ବକ ଅପହରଣ କରିଛନ୍ତି। ପୁଣି ଏ ସ୍ଥାନରେ ମଧ୍ୟ ମୁଁ କିଛି ଭୁଲ୍ କରି ନାହିଁ। ତଥାପି ସେମାନେ ମୋତେ ଏହି ଗହ୍ୱରରେ ପକାଇଲେ।”

Viz kapitola kopírovat




ଆଦି ପୁସ୍ତକ 40:15

Následuj nás:

Reklamy


Reklamy