Online Bible

- Reklamy -




ଆଦି ପୁସ୍ତକ 40:17 - ଓଡିଆ ବାଇବେଲ

17 ସର୍ବଉପର ଡାଲାରେ ଫାରୋଙ୍କର ଭୋଜନ ନିମନ୍ତେ ନାନା ପ୍ରକାର ପକ୍ୱାନ୍ନ ଥିଲା; ଆଉ ପକ୍ଷୀଗଣ ଆସି ମୋର ମସ୍ତକରେ ଥିବା ଡାଲାରୁ ତାହା ଘେନି ଖାଇଲେ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ସର୍ବଉପର ଡାଲାରେ ଫାରୋଙ୍କର ଭୋଜନ ନିମନ୍ତେ ନାନା ପ୍ରକାର ପକ୍ଵାନ୍ନ ଥିଲା; ଆଉ ପକ୍ଷୀଗଣ ଆସି ମୋର ମସ୍ତକରେ ଥିବା ଡାଲାରୁ ତାହା ଘେନି ଖାଇଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସର୍ବଉପର ଡାଲାରେ ଫାରୋଙ୍କର ଭୋଜନ ନିମନ୍ତେ ନାନା ପ୍ରକାର ପକ୍ୱାନ୍ନ ଥିଲା; ଆଉ ପକ୍ଷୀଗଣ ଆସି ମୋର ମସ୍ତକରେ ଥିବା ଡାଲାରୁ ତାହା ଘେନି ଖାଇଲେ।”

Viz kapitola kopírovat

ପବିତ୍ର ବାଇବଲ

17 ସବା ଉପରେ ଡାଲାରେ ଫାରୋଙ୍କର ଭୋଜନ ନିମନ୍ତେ ନାନା ପ୍ରକାର ସେକା ହେବା ଜିନିଷ ଥିଲା। ଆଉ ପକ୍ଷୀଗଣ ଆସି ମୋ’ ମସ୍ତକର ଡାଲାରୁ ତାହା ଖାଇଲେ।”

Viz kapitola kopírovat




ଆଦି ପୁସ୍ତକ 40:17

Následuj nás:

Reklamy


Reklamy