ଆଦି ପୁସ୍ତକ 40:21 - ଓଡିଆ ବାଇବେଲ21 ପୁଣି, ଯୋଷେଫଙ୍କର କଥିତ ଅର୍ଥାନୁସାରେ ଫାରୋ ପ୍ରଧାନ ପାନପାତ୍ର ବାହାକକୁ ତାହାର ନିଜ ପଦରେ ପୁନର୍ବାର ନିଯୁକ୍ତ କଲେ; ତହିଁରେ ସେ ଫାରୋଙ୍କର ହସ୍ତରେ ପାନପାତ୍ର ଦେବାକୁ ଲାଗିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)21 ପୁଣି ଯୋଷେଫଙ୍କର କଥିତ ଅର୍ଥାନୁସାରେ ଫାରୋ ପ୍ରଧାନ ପାନପାତ୍ରବାହାକକୁ ତାହାର ନିଜ ପଦରେ ପୁନର୍ବାର ନିଯୁକ୍ତ କଲେ; ତହିଁରେ ସେ ଫାରୋଙ୍କର ହସ୍ତରେ ପାନପାତ୍ର ଦେବାକୁ ଲାଗିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପୁଣି, ଯୋଷେଫଙ୍କର କଥିତ ଅର୍ଥାନୁସାରେ ଫାରୋ ପ୍ରଧାନ ପାନପାତ୍ର ବାହାକକୁ ତାହାର ନିଜ ପଦରେ ପୁନର୍ବାର ନିଯୁକ୍ତ କଲେ; ତହିଁରେ ସେ ଫାରୋଙ୍କର ହସ୍ତରେ ପାନପାତ୍ର ଦେବାକୁ ଲାଗିଲା। Viz kapitolaପବିତ୍ର ବାଇବଲ21 ଯେପରି ଯୋଷେଫ ତା'ର ସ୍ୱପ୍ନର ଅର୍ଥ ବିଷୟରେ କହିଥିଲେ, ସେହିପରି ଫାରୋ, ମୂଖ୍ୟ ପାନପାତ୍ରବାହକକୁ ତାହାର ନିଜ ପଦରେ ପୁନର୍ବାର ନିଯୁକ୍ତ କଲେ। ତହିଁରେ ସେ ଫାରୋଙ୍କର ହସ୍ତରେ ପାନପାତ୍ର ଦେବାକୁ ଲାଗିଲା। Viz kapitola |