ଆଦି ପୁସ୍ତକ 40:5 - ଓଡିଆ ବାଇବେଲ5 ଏଥିଉତ୍ତାରେ ମିସ୍ରୀୟ ରାଜାଙ୍କର ସେହି କାରାବଦ୍ଧ ପାନପାତ୍ରବାହକ ଓ ସୂପକାର ଦୁଇଜଣ ଏକ ରାତ୍ରିରେ ଦୁଇ ପ୍ରକାର ଅର୍ଥବିଶିଷ୍ଟ ଦୁଇ ସ୍ୱପ୍ନ ଦେଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଅନନ୍ତର ମିସ୍ରୀୟ ରାଜାଙ୍କର ସେହି କାରାବଦ୍ଧ ପାନପାତ୍ରବାହକ ଓ ସୂପକାର ଦୁଇଜଣ ଏକ ରାତ୍ରିରେ ଦୁଇ ପ୍ରକାର ଅର୍ଥବିଶିଷ୍ଟ ଦୁଇ ସ୍ଵପ୍ନ ଦେଖିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଥିଉତ୍ତାରେ ମିସରୀୟ ରାଜାଙ୍କର ସେହି କାରାବଦ୍ଧ ପାନପାତ୍ରବାହକ ଓ ସୂପକାର ଦୁଇ ଜଣ ଏକ ରାତ୍ରିରେ ଦୁଇ ପ୍ରକାର ଅର୍ଥବିଶିଷ୍ଟ ଦୁଇ ସ୍ୱପ୍ନ ଦେଖିଲେ। Viz kapitolaପବିତ୍ର ବାଇବଲ5 ଏକ ରାତିରେ ଦୁଇ ଜଣ ବନ୍ଦୀ ସ୍ୱପ୍ନ ଦେଖିଲେ। ସେହି ଦୁଇଜଣ ବନ୍ଦୀ ମିଶରର ରାଜାଙ୍କର ପାନପାତ୍ରବାହକ ଓ ସୂପକାର। ଉଭୟେ ଏକ ସ୍ୱପ୍ନ ଦେଖିଲେ ଓ ଉଭୟଙ୍କ ସ୍ୱପ୍ନର ଅର୍ଥ ଭିନ୍ନଥିଲା। Viz kapitola |