ଆଦି ପୁସ୍ତକ 40:7 - ଓଡିଆ ବାଇବେଲ7 ତହୁଁ ଫାରୋଙ୍କର ଯେଉଁ ଭୃତ୍ୟମାନେ ତାଙ୍କ ସହିତ ତାଙ୍କ ପ୍ରଭୁର କାରାଗାରରେ ବନ୍ଦ ଥିଲେ, ସେମାନଙ୍କୁ ସେ ପଚାରିଲେ, “ଆଜି ତୁମ୍ଭମାନଙ୍କ ମୁଖ ବିଷଣ୍ଣ କାହିଁକି ?” Viz kapitolaପବିତ୍ର ବାଇବଲ (Re-edited) - (BSI)7 ତହୁଁ ଫାରୋଙ୍କର ଯେଉଁ ଭୃତ୍ୟମାନେ ତାଙ୍କ ସହିତ ତାଙ୍କ ପ୍ରଭୁର କାରାଗାରରେ ବନ୍ଦ ଥିଲେ, ସେମାନଙ୍କୁ ସେ ପଚାରିଲେ, ଆଜି ତୁମ୍ଭମାନଙ୍କ ମୁଖ ବିଷଣ୍ଣ କାହିଁକି? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତହୁଁ ଫାରୋଙ୍କର ଯେଉଁ ଭୃତ୍ୟମାନେ ତାଙ୍କ ସହିତ ତାଙ୍କ ପ୍ରଭୁର କାରାଗାରରେ ବନ୍ଦ ଥିଲେ, ସେମାନଙ୍କୁ ସେ ପଚାରିଲେ, “ଆଜି ତୁମ୍ଭମାନଙ୍କ ମୁଖ ବିଷଣ୍ଣ କାହିଁକି?” Viz kapitolaପବିତ୍ର ବାଇବଲ7 ଯେଉଁମାନେ କାରାଗାରରେ ଥିଲେ, ଯୋଷେଫ ଫାରୋଙ୍କର ସେବକମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ କାହିଁକି ଆଜି ଭାରି ଚିନ୍ତିତ ଦେଖାଯାଉଛ?” Viz kapitola |