ଆଦି ପୁସ୍ତକ 41:23 - ଓଡିଆ ବାଇବେଲ23 ତହିଁ ଉତ୍ତାରୁ ପୂର୍ବୀୟ ବାୟୁରେ ଶୁଷ୍କ, କ୍ଷୀଣ ଓ ମ୍ଳାନ ସାତୁଟା ଶିଷା ଉତ୍ପନ୍ନ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)23 ତହିଁ ଉତ୍ତାରୁ ପୂର୍ବୀୟ ବାୟୁରେ ଶୁଷ୍କ, କ୍ଷୀଣ ଓ ମ୍ଳାନ ସାତୁଟା ଶିଷା ଉତ୍ପନ୍ନ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତହିଁ ଉତ୍ତାରେ ପୂର୍ବୀୟ ବାୟୁରେ ଶୁଷ୍କ, କ୍ଷୀଣ ଓ ମ୍ଳାନ ସାତୋଟି ଶିଷା ଉତ୍ପନ୍ନ ହେଲା। Viz kapitolaପବିତ୍ର ବାଇବଲ23 ଏହା ପରେ ସାତୋଟା ମୁଣ୍ଡ ବାହାରି ଆସି ଶୀଷା ଉତ୍ପନ୍ନ ହେଲା। କିନ୍ତୁ ସେହି ଗୁଡ଼ିକ କ୍ଷୀଣ, ପୂର୍ବ ବାୟୁରେ ଶୁଖି ଯାଇଥିବା ପରି ଦେଖା ଯାଉଥିଲା। Viz kapitola |