ଆଦି ପୁସ୍ତକ 41:45 - ଓଡିଆ ବାଇବେଲ45 ପୁଣି, ଫାରୋ ଯୋଷେଫଙ୍କର ନାମ ସାଫନତ୍-ପାନେହ ରଖିଲେ; ପୁଣି, ଓନ୍ ନଗର ନିବାସୀ ପୋଟୀଫେର ନାମକ ଯାଜକର ଆସନତ୍ ନାମ୍ନୀ କନ୍ୟା ସହିତ ତାଙ୍କର ବିବାହ ଦେଲେ। ଏଥିଉତ୍ତାରେ ଯୋଷେଫ ସମୁଦାୟ ମିସର ଦେଶରେ ଗମନାଗମନ କରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)45 ପୁଣି ଫାରୋ ଯୋଷେଫଙ୍କର ନାମ ସାଫନତ୍-ପାନେହ (ଜଗତ୍ପାତା) ରଖିଲେ; ପୁଣି ଓନ୍ ନଗର ନିବାସୀ ପୋଟୀଫେର ନାମକ ଯାଜକର ଆସନତ୍ ନାମ୍ନୀ କନ୍ୟା ସହିତ ତାଙ୍କର ବିବାହ ଦେଲେ। ଅନନ୍ତର ଯୋଷେଫ ସମୁଦାୟ ମିସର ଦେଶରେ ଗମନାଗମନ କରିବାକୁ ଲାଗିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ପୁଣି, ଫାରୋ ଯୋଷେଫଙ୍କର ନାମ “ସାଫନତ୍-ପାନେହ ରଖିଲେ;” ପୁଣି, ଓନ୍ ନଗର ନିବାସୀ ପୋଟୀଫେର ନାମକ ଯାଜକର ଆସନତ୍ ନାମ୍ନୀ କନ୍ୟା ସହିତ ତାଙ୍କର ବିବାହ ଦେଲେ। ଏଥିଉତ୍ତାରେ ଯୋଷେଫ ସମୁଦାୟ ମିସର ଦେଶରେ ଗମନାଗମନ କରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ45 ଫାରୋ ଯୋଷେଫଙ୍କୁ ଏକ ଅନ୍ୟ ନାମରେ ନାମିତ କଲେ, “ସାଫନତ୍-ପାନେହ” ଫାରୋ ଯୋଷେଫଙ୍କୁ ଓନ ନଗର ନିବାସୀ ପୋଟୀଫେର ନାମକ ଯାଜକର ଆସନତ୍ ନାମ୍ନୀ କନ୍ୟା ସହିତ ବିବାହ ଦେଲେ। ଯୋଷେଫ ସମସ୍ତ ମିଶର ଦେଶ ମଧ୍ୟଦେଇ ଗଲେ। Viz kapitola |