ଆଦି ପୁସ୍ତକ 41:51 - ଓଡିଆ ବାଇବେଲ51 ତହିଁରେ ଯୋଷେଫ ଜ୍ୟେଷ୍ଠର ନାମ ମନଃଶି ରଖିଲେ, କାରଣ ସେ କହିଲେ, “ପରମେଶ୍ୱର ମୋହର ସମସ୍ତ କ୍ଳେଶର ଓ ନିଜ ପିତୃଗୃହର ବିସ୍ମୃତି ଜନ୍ମାଇ ଅଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)51 ତହିଁରେ ଯୋଷେଫ ଜ୍ୟେଷ୍ଠର ନାମ ମନଃଶି (ବିସ୍ମୃତି) ରଖିଲେ, କାରଣ ସେ କହିଲେ, ପରମେଶ୍ଵର ମୋହର ସମସ୍ତ କ୍ଳେଶର ଓ ନିଜ ପିତୃଗୃହର ବିସ୍ମୃତି ଜନ୍ମାଇ ଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT51 ତହିଁରେ ଯୋଷେଫ ଜ୍ୟେଷ୍ଠର ନାମ ମନଃଶି ରଖିଲେ, କାରଣ ସେ କହିଲେ, “ପରମେଶ୍ୱର ମୋହର ସମସ୍ତ କ୍ଳେଶର ଓ ନିଜ ପିତୃଗୃହର ବିସ୍ମୃତି ଜନ୍ମାଇ ଅଛନ୍ତି।” Viz kapitolaପବିତ୍ର ବାଇବଲ51 ପ୍ରଥମ ପୁତ୍ରର ନାମ ଦେଲେ ମନଃଶି। ଯୋଷେଫ ତାଙ୍କର ନାମ ଏହିପରି ଦେଲେ କାରଣ ଯୋଷେଫ କହିଲେ, “ପରମେଶ୍ୱର ମୋହର ସମସ୍ତ କ୍ଳେଶର ଓ ନିଜ ପିତୃଗୃହର ବିସ୍ମୃତି ଜନ୍ମାଇଛନ୍ତି।” Viz kapitola |