ଆଦି ପୁସ୍ତକ 41:54 - ଓଡିଆ ବାଇବେଲ54 ପୁଣି, ଯୋଷେଫଙ୍କ ବାକ୍ୟାନୁସାରେ ଦୁର୍ଭିକ୍ଷର ସାତ ବର୍ଷର ଆରମ୍ଭ ହେଲା; ତହିଁରେ ଅନ୍ୟ ସମସ୍ତ ଦେଶରେ ଦୁର୍ଭିକ୍ଷ ପଡ଼ିଲା, ମାତ୍ର ସମୁଦାୟ ମିସର ଦେଶରେ ଆହାର ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)54 ପୁଣି ଯୋଷେଫଙ୍କ ବାକ୍ୟାନୁସାରେ ଦୁର୍ଭିକ୍ଷର ସାତ ବର୍ଷର ଆରମ୍ଭ ହେଲା; ତହିଁରେ ଅନ୍ୟ ସମସ୍ତ ଦେଶରେ ଦୁର୍ଭିକ୍ଷ ପଡ଼ିଲା, ମାତ୍ର ସମୁଦାୟ ମିସର ଦେଶରେ ଆହାର ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT54 ପୁଣି, ଯୋଷେଫଙ୍କ ବାକ୍ୟାନୁସାରେ ଦୁର୍ଭିକ୍ଷର ସାତ ବର୍ଷର ଆରମ୍ଭ ହେଲା; ତହିଁରେ ଅନ୍ୟ ସମସ୍ତ ଦେଶରେ ଦୁର୍ଭିକ୍ଷ ପଡ଼ିଲା, ମାତ୍ର ସମୁଦାୟ ମିସର ଦେଶରେ ଆହାର ଥିଲା। Viz kapitolaପବିତ୍ର ବାଇବଲ54 ଏବଂ ଏହା ପରେ ସାତ ବର୍ଷର ଦୁର୍ଭିକ୍ଷ ଆରମ୍ଭ ହେଲା। ଯେଉଁପରି ଭାବେ ଯୋଷେଫ ଆଗରୁ କହିଥିଲେ। ଫସଲ ଉତ୍ପନ୍ନ ହେଲା ନାହିଁ। କୌଣସି ସ୍ଥାନ ମିଶରରେ ଅବା ଅନ୍ୟ କୌଣସି ଦେଶରେ। କିନ୍ତୁ ମିଶରରେ ଖାଦ୍ୟ ଥିଲା। Viz kapitola |