Online Bible

- Reklamy -




ଆଦି ପୁସ୍ତକ 41:7 - ଓଡିଆ ବାଇବେଲ

7 ପୁଣି, ସେହି ସାତୁଟା କ୍ଷୀଣ ଶିଷା ଏହି ସାତୋଟି ପରିପୁଷ୍ଟ ଓ ପୂର୍ଣ୍ଣ ଶିଷାକୁ ଗ୍ରାସ କଲା। ଏପରି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହୁଅନ୍ତେ, ସ୍ୱପ୍ନମାତ୍ର ଜ୍ଞାତ ହେଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ପୁଣି ସେହି ସାତୁଟା କ୍ଷୀଣ ଶିଷା ଏହି ସାତୋଟି ପରିପୁଷ୍ଟ ଓ ପୂର୍ଣ୍ଣ ଶିଷାକୁ ଗ୍ରାସ କଲା। ଏପରି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହୁଅନ୍ତେ, ସ୍ଵପ୍ନମାତ୍ର ଜ୍ଞାନ ହେଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ସେହି ସାତୁଟା କ୍ଷୀଣ ଶିଷା ଏହି ସାତୋଟି ପରିପୁଷ୍ଟ ଓ ପୂର୍ଣ୍ଣ ଶିଷାକୁ ଗ୍ରାସ କଲା। ଏପରି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହୁଅନ୍ତେ, ସ୍ୱପ୍ନ-ମାତ୍ର ଜ୍ଞାତ ହେଲା।

Viz kapitola kopírovat

ପବିତ୍ର ବାଇବଲ

7 ପୁଣି ସେହି ସାତୋଟି ପରିପୁଷ୍ଟ ଶୀଷାକୁ ଏହି ସାତୋଟି କ୍ଷୀଣ ଶୀଷା ଗିଳି ପକାଇଲେ। ଏହି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହୁଅନ୍ତେ ସ୍ୱପ୍ନମାତ୍ର ଜ୍ଞାନ ହେଲା।

Viz kapitola kopírovat




ଆଦି ପୁସ୍ତକ 41:7

Následuj nás:

Reklamy


Reklamy