ଆଦି ପୁସ୍ତକ 42:10 - ଓଡିଆ ବାଇବେଲ10 ସେମାନେ କହିଲେ, “ନା ପ୍ରଭୁ, ତାହା ନୁହେଁ, ଆପଣଙ୍କର ଏହି ଦାସମାନେ ଖାଦ୍ୟଦ୍ରବ୍ୟ କିଣିବାକୁ ଆସିଅଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)10 ସେମାନେ କହିଲେ, ନା ପ୍ରଭୋ, ତାହା ନୁହେଁ, ଆପଣଙ୍କର ଏହି ଦାସମାନେ ଖାଦ୍ୟଦ୍ରବ୍ୟ କିଣିବାକୁ ଆସି ଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେମାନେ କହିଲେ, “ନା ପ୍ରଭୋ, ତାହା ନୁହେଁ, ଆପଣଙ୍କର ଏହି ଦାସମାନେ ଖାଦ୍ୟଦ୍ରବ୍ୟ କିଣିବାକୁ ଆସିଅଛନ୍ତି। Viz kapitolaପବିତ୍ର ବାଇବଲ10 କିନ୍ତୁ ତାଙ୍କର ଭାଇମାନେ ତାଙ୍କୁ କହିଲେ, “ନା ମହାଶୟ, ଆମ୍ଭେମାନେ ଆପଣଙ୍କ ଦାସତୁଲ୍ୟ ଆସିଅଛୁ। ଆମ୍ଭେ କେବଳ ଖାଦ୍ୟ ସଂଗ୍ରହ କରିବାକୁ ଆସିଅଛୁ। Viz kapitola |