ଆଦି ପୁସ୍ତକ 42:20 - ଓଡିଆ ବାଇବେଲ20 ମାତ୍ର ତୁମ୍ଭେମାନେ ଆପଣା ସାନ ଭାଇଙ୍କୁ ଆମ୍ଭ ନିକଟକୁ ଆଣ, ତହିଁରେ ତୁମ୍ଭମାନଙ୍କ କଥା ସପ୍ରମାଣ ହେଲେ, ତୁମ୍ଭେମାନେ ମରିବ ନାହିଁ।” ତହୁଁ ସେମାନେ ସେହି ପ୍ରକାର କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ମାତ୍ର ତୁମ୍ଭେମାନେ ଆପଣା ସାନ ଭାଇକି ଆମ୍ଭ ନିକଟକୁ ଆଣ, ତହିଁରେ ତୁମ୍ଭମାନଙ୍କ କଥା ସପ୍ରମାଣ ହେଲେ, ତୁମ୍ଭେମାନେ ମରିବ ନାହିଁ। ତହୁଁ ସେମାନେ ସେହି ପ୍ରକାର କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ମାତ୍ର ତୁମ୍ଭେମାନେ ଆପଣା ସାନ ଭାଇଙ୍କୁ ଆମ୍ଭ ନିକଟକୁ ଆଣ, ତହିଁରେ ତୁମ୍ଭମାନଙ୍କ କଥା ସପ୍ରମାଣ ହେଲେ, ତୁମ୍ଭେମାନେ ମରିବ ନାହିଁ।” ତହୁଁ ସେମାନେ ସେହି ପ୍ରକାର କଲେ। Viz kapitolaପବିତ୍ର ବାଇବଲ20 କିନ୍ତୁ ତୁମ୍ଭେ ତୁମ୍ଭର ସାନ ଭାଇକୁ ମୋ’ ପାଖକୁ ନେଇ ଆସିବ। ତେବେ ମୁଁ ଜାଣିବି ତୁମ୍ଭେମାନେ ସତ କହୁଛ ଏବଂ ତୁମ୍ଭେମାନେ ଆଉ ମରିବ ନାହିଁ।” ଭାଇମାନେ ଏହି କଥାକୁ ଗ୍ରହଣ କଲେ। Viz kapitola |