Online Bible

- Reklamy -




ଆଦି ପୁସ୍ତକ 42:22 - ଓଡିଆ ବାଇବେଲ

22 ସେତେବେଳେ ରୁବେନ୍‍ ସେମାନଙ୍କୁ କହିଲା, “ତୁମ୍ଭେମାନେ ସେହି ବାଳକ ବିଷୟରେ ପାପ କର ନାହିଁ, ଏହି କଥା କି ମୁଁ ତୁମ୍ଭମାନଙ୍କୁ କହି ନାହିଁ ? ତଥାପି ତୁମ୍ଭେମାନେ ଶୁଣିଲ ନାହିଁ; ଏନିମନ୍ତେ ଦେଖ, ଏବେ ତାହାର ରକ୍ତର ପରିଶୋଧ ନିଆ ଯାଉଅଛି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ସେତେବେଳେ ରୁବେନ୍ ସେମାନଙ୍କୁ କହିଲା, ତୁମ୍ଭେମାନେ ସେହି ବାଳକ ବିଷୟରେ ପାପ କର ନାହିଁ, ଏହି କଥା କି ମୁଁ ତୁମ୍ଭମାନଙ୍କୁ କହି ନାହିଁ? ତଥାପି ତୁମ୍ଭେମାନେ ଶୁଣିଲ ନାହିଁ; ଏନିମନ୍ତେ ଦେଖ, ଏବେ ତାହାର ରକ୍ତର ନିକାଶ ନିଆଯାଉଅଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ସେତେବେଳେ ରୁବେନ୍‍ ସେମାନଙ୍କୁ କହିଲା, “ତୁମ୍ଭେମାନେ ‘ସେହି ବାଳକ ବିଷୟରେ ପାପ କର ନାହିଁ,’ ଏହି କଥା କି ମୁଁ ତୁମ୍ଭମାନଙ୍କୁ କହି ନାହିଁ? ତଥାପି ତୁମ୍ଭେମାନେ ଶୁଣିଲ ନାହିଁ; ଏନିମନ୍ତେ ଦେଖ, ଏବେ ତାହାର ରକ୍ତର ପରିଶୋଧ ନିଆଯାଉଅଛି।”

Viz kapitola kopírovat

ପବିତ୍ର ବାଇବଲ

22 ରୁବେନ୍ ସେମାନଙ୍କୁ କହିଲା, “ମୁଁ କହିଥିଲି ତୁମ୍ଭେ ତା'ର କିଛି କ୍ଷତି କର ନାହିଁ। କିନ୍ତୁ ତୁମ୍ଭେମାନେ ସେତେବେଳେ ମୋ’ କଥା ଶୁଣିଲ ନାହିଁ। ସେଥିପାଇଁ ଆମ୍ଭେମାନେ ଦଣ୍ଡ ଭୋଗୁଅଛୁ।”

Viz kapitola kopírovat




ଆଦି ପୁସ୍ତକ 42:22

Následuj nás:

Reklamy


Reklamy