Online Bible

- Reklamy -




ଆଦି ପୁସ୍ତକ 42:34 - ଓଡିଆ ବାଇବେଲ

34 ପୁଣି, ଆପଣାମାନଙ୍କ ସାନ ଭାଇଙ୍କୁ ଆମ୍ଭ ନିକଟକୁ ଆଣ, ତେବେ ତୁମ୍ଭେମାନେ ଯେ ସଚ୍ଚୋଟ ଲୋକ, ଚୋର ନୁହଁ, ଏହା ବୁଝିବା; ତହିଁରେ ତୁମ୍ଭମାନଙ୍କ ଭାଇଙ୍କୁ ତୁମ୍ଭମାନଙ୍କୁ ସମର୍ପଣ କରି ଦେବା, ପୁଣି, ତୁମ୍ଭେମାନେ ଏ ଦେଶରେ ବାଣିଜ୍ୟ କରି ପାରିବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

34 ପୁଣି ଆପଣାମାନଙ୍କ ସାନ ଭାଇକି ଆମ୍ଭ ନିକଟକୁ ଆଣ, ତେବେ ତୁମ୍ଭେମାନେ ଯେ ବିଶ୍ଵାସ୍ୟ ଲୋକ, ଚର ନୁହଁ, ଏହା ବୁଝିବା; ତହିଁରେ ତୁମ୍ଭମାନଙ୍କ ଭାଇକି ତୁମ୍ଭମାନଙ୍କୁ ସମର୍ପଣ କରି ଦେବା, ପୁଣି ତୁମ୍ଭେମାନେ ଏ ଦେଶରେ ବାଣିଜ୍ୟ କରି ପାରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ପୁଣି, ଆପଣାମାନଙ୍କ ସାନ ଭାଇଙ୍କୁ ଆମ୍ଭ ନିକଟକୁ ଆଣ, ତେବେ ତୁମ୍ଭେମାନେ ଯେ ସଚ୍ଚୋଟ ଲୋକ, ଚୋର ନୁହଁ, ଏହା ବୁଝିବା; ତହିଁରେ ତୁମ୍ଭମାନଙ୍କ ଭାଇଙ୍କୁ ତୁମ୍ଭମାନଙ୍କୁ ସମର୍ପଣ କରିଦେବା, ପୁଣି, ତୁମ୍ଭେମାନେ ଏ ଦେଶରେ ବାଣିଜ୍ୟ କରି ପାରିବ।’”

Viz kapitola kopírovat

ପବିତ୍ର ବାଇବଲ

34 ଏହା ପରେ ତୁମ୍ଭର ସାନଭାଇକୁ ମୋ’ ପାଖକୁ ଆଣ, ତେବେ ମୁଁ ଜାଣିବି ଯେ ତୁମ୍ଭେମାନେ ସାଧୁଲୋକ। ଯଦି ତୁମ୍ଭେମାନେ ସତ୍ୟ କହୁଥାଅ, ତେବେ ମୁଁ ତୁମ୍ଭର ଭାଇକୁ ତୁମ୍ଭମାନଙ୍କୁ ଫେରାଇ ଦେବି। ମୁଁ ତୁମ୍ଭକୁ ତୁମ୍ଭର ଭାଇ ଦେବି ଓ ତୁମ୍ଭମାନଙ୍କୁ ମୋ’ ଦେଶରୁ ଶସ୍ୟ କ୍ରୟ ପାଇଁ ମୁକ୍ତ କରି ଦେବି।’”

Viz kapitola kopírovat




ଆଦି ପୁସ୍ତକ 42:34

Následuj nás:

Reklamy


Reklamy