ଆଦି ପୁସ୍ତକ 42:36 - ଓଡିଆ ବାଇବେଲ36 ତହିଁରେ ସେମାନଙ୍କ ପିତା ଯାକୁବ କହିଲେ, “ତୁମ୍ଭେମାନେ ମୋତେ ପୁତ୍ରହୀନ କରୁଅଛ; ଯୋଷେଫ ନାହିଁ, ଶିମୀୟୋନ ନାହିଁ, ପୁଣି, ବିନ୍ୟାମୀନ୍କୁ ମଧ୍ୟ ଘେନିଯିବାକୁ ପାଞ୍ଚୁଅଛ, ଏହିସବୁ ସିନା ମୋହର ପ୍ରତିକୂଳ ହେଉଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)36 ତହିଁରେ ସେମାନଙ୍କ ପିତା ଯାକୁବ କହିଲେ, ତୁମ୍ଭେମାନେ ମୋତେ ପୁତ୍ରହୀନ କରୁଅଛ; ଯୋଷେଫ ନାହିଁ, ଶିମୀୟୋନ ନାହିଁ, ପୁଣି ବିନ୍ୟାମିନକୁ ମଧ୍ୟ ଘେନିଯିବାକୁ ପାଞ୍ଚୁଅଛ, ଏହିସବୁ ସିନା ମୋହର ପ୍ରତିକୂଳ ହେଉଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ତହିଁରେ ସେମାନଙ୍କ ପିତା ଯାକୁବ କହିଲେ, “ତୁମ୍ଭେମାନେ ମୋତେ ପୁତ୍ରହୀନ କରୁଅଛ; ଯୋଷେଫ ନାହିଁ, ଶିମୀୟୋନ ନାହିଁ, ପୁଣି, ବିନ୍ୟାମୀନ୍କୁ ମଧ୍ୟ ଘେନିଯିବାକୁ ପାଞ୍ଚୁଅଛ, ଏହିସବୁ ସିନା ମୋହର ପ୍ରତିକୂଳ ହେଉଅଛି।” Viz kapitolaପବିତ୍ର ବାଇବଲ36 ଯାକୁବ ସେମାନଙ୍କୁ କହିଲେ, “ତୁମ୍ଭେ କ’ଣ ଭାବୁଛ, ମୁଁ ମୋର ସମସ୍ତ ପିଲାମାନଙ୍କୁ ହରାଇବି? ଯୋଷେଫ ଗଲା, ଶିମିୟୋନ ଗଲା ଏବଂ ତୁମ୍ଭେ ବର୍ତ୍ତମାନ ବିନ୍ୟାମୀନକୁ ନେବା ପାଇଁ ଗ୍ଭହୁଁଛ।” Viz kapitola |