Online Bible

- Reklamy -




ଆଦି ପୁସ୍ତକ 42:9 - ଓଡିଆ ବାଇବେଲ

9 ତହୁଁ ଯୋଷେଫ ସେମାନଙ୍କ ବିଷୟରେ ଯେ ସବୁ ସ୍ୱପ୍ନ ଦେଖିଥିଲେ, ତାହା ସ୍ମରଣ କରି ସେମାନଙ୍କୁ କହିଲେ, “ତୁମ୍ଭେମାନେ ଚୋର ଲୋକ; ଦେଶର ଛିଦ୍ର ଅନୁସନ୍ଧାନ କରିବାକୁ ତୁମ୍ଭେମାନେ ଆସିଅଛ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ତହୁଁ ଯୋଷେଫ ସେମାନଙ୍କ ବିଷୟରେ ଯେ ସବୁ ସ୍ଵପ୍ନ ଦେଖିଥିଲେ, ତାହା ସ୍ମରଣ କରି ସେମାନଙ୍କୁ କହିଲେ, ତୁମ୍ଭେମାନେ ଚରଲୋକ; ଦେଶର ଛିଦ୍ର ଅନୁସନ୍ଧାନ କରିବାକୁ ତୁମ୍ଭେମାନେ ଆସିଅଛ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହୁଁ ଯୋଷେଫ ସେମାନଙ୍କ ବିଷୟରେ ଯେସବୁ ସ୍ୱପ୍ନ ଦେଖିଥିଲେ, ତାହା ସ୍ମରଣ କରି ସେମାନଙ୍କୁ କହିଲେ, “ତୁମ୍ଭେମାନେ ଚୋର ଲୋକ; ଦେଶର ଛିଦ୍ର ଅନୁସନ୍ଧାନ କରିବାକୁ ତୁମ୍ଭେମାନେ ଆସିଅଛ।”

Viz kapitola kopírovat

ପବିତ୍ର ବାଇବଲ

9 ଯୋଷେଫ ପୂର୍ବରୁ ସେମାନଙ୍କର ଭାଇମାନଙ୍କ ବିଷୟରେ ଯେଉଁ ସ୍ୱପ୍ନ ଦେଖିଥିଲେ ତାହା ମନେ କଲେ। ଯୋଷେଫ ସେମାନଙ୍କର ଭାଇମାନଙ୍କୁ କହିଲେ, “ତୁମ୍ଭେମାନେ ଏଠାକୁ ଖାଦ୍ୟ ଶସ୍ୟ କ୍ରୟ କରିବାକୁ ଆସି ନାହଁ। ତୁମ୍ଭେମାନେ ଗୁପ୍ତଚର। ଆମ୍ଭେ କେଉଁଥିରେ ଦୁର୍ବଳ ସେ ବିଷୟରେ ତଥ୍ୟ ସଂଗ୍ରହ କରିବାକୁ ଆସିଛ।”

Viz kapitola kopírovat




ଆଦି ପୁସ୍ତକ 42:9

Následuj nás:

Reklamy


Reklamy