ଆଦି ପୁସ୍ତକ 43:11 - ଓଡିଆ ବାଇବେଲ11 ତହୁଁ ସେମାନଙ୍କ ପିତା ଇସ୍ରାଏଲ ସେମାନଙ୍କୁ କହିଲେ, “ଯଦି ଏପରି ହୁଏ, ତେବେ ଗୋଟିଏ କର୍ମ କର; ତୁମ୍ଭେମାନେ ଆପଣା ଆପଣା ପାତ୍ରରେ ଏହି ଦେଶର ଉତ୍ତମ ଦ୍ରବ୍ୟ, ଅର୍ଥାତ୍, ଗୁଗ୍ଗୁଳ, ମଧୁ, ସୁଗନ୍ଧି ଦ୍ରବ୍ୟ, ଗନ୍ଧରସ, ପେସ୍ତା ଓ ବାଦାମ କିଛି କିଛି ଘେନି ସେହି ବ୍ୟକ୍ତିଙ୍କୁ ଭେଟି ଦିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ତହୁଁ ସେମାନଙ୍କ ପିତା ଇସ୍ରାଏଲ ସେମାନଙ୍କୁ କହିଲେ, ଯେବେ ଏପରି ହୁଏ, ତେବେ ଗୋଟିଏ କର୍ମ କର; ତୁମ୍ଭେମାନେ ଆପଣା ଆପଣା ପାତ୍ରରେ ଏହି ଦେଶର ଉତ୍ତମ ଦ୍ରବ୍ୟ, ଅର୍ଥାତ୍, ଗୁଗ୍ଗୁଳ, ମଧୁ, ସୁଗନ୍ଧି ଦ୍ରବ୍ୟ, ଗନ୍ଧରସ, ପେସ୍ତା ଓ ବାଦାମ କିଛି କିଛି ଘେନି ସେହି ବ୍ୟକ୍ତିକି ଭେଟୀ ଦିଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହୁଁ ସେମାନଙ୍କ ପିତା ଇସ୍ରାଏଲ ସେମାନଙ୍କୁ କହିଲେ, “ଯଦି ଏପରି ହୁଏ, ତେବେ ଗୋଟିଏ କର୍ମ କର; ତୁମ୍ଭେମାନେ ଆପଣା ଆପଣା ପାତ୍ରରେ ଏହି ଦେଶର ଉତ୍ତମ ଦ୍ରବ୍ୟ, ଅର୍ଥାତ୍, ଗୁଗ୍ଗୁଳ, ମଧୁ, ସୁଗନ୍ଧି ଦ୍ରବ୍ୟ, ଗନ୍ଧରସ, ପେସ୍ତା ଓ ବାଦାମ କିଛି କିଛି ଘେନି ସେହି ବ୍ୟକ୍ତିଙ୍କୁ ଭେଟି ଦିଅ। Viz kapitolaପବିତ୍ର ବାଇବଲ11 ଏହା ପରେ ତାଙ୍କର ପିତା ଇସ୍ରାଏଲ କହିଲେ, “ଯଦି ଏହା ସତ୍ୟ ତେବେ ବିନ୍ୟାମୀନକୁ ତୁମ୍ଭ ସହିତ ନେଇଯାଅ। କିନ୍ତୁ ତାଙ୍କର କର୍ତ୍ତାଙ୍କ ପାଇଁ କିଛି ଉପହାର ନେଇଯାଅ। ତାଙ୍କ ନିକଟକୁ କିଛି ମହୁ, ପେସ୍ତାବାଦାମ, ଗୁଗ୍ଗୁଳ ଓ ଗନ୍ଧରସ ନେଇ ଯାଅ। Viz kapitola |