ଆଦି ପୁସ୍ତକ 43:16 - ଓଡିଆ ବାଇବେଲ16 ସେତେବେଳେ ଯୋଷେଫ ସେମାନଙ୍କ ସଙ୍ଗରେ ବିନ୍ୟାମୀନ୍କୁ ଦେଖି ଆପଣା ଗୃହାଧ୍ୟକ୍ଷକୁ କହିଲେ, “ଏହି ଲୋକମାନଙ୍କୁ ଆମ୍ଭ ଗୃହକୁ ନେଇ ଯାଅ ଓ ପଶୁ ମାରି ଖାଦ୍ୟଦ୍ରବ୍ୟ ପ୍ରସ୍ତୁତ କର; ଏମାନେ ମଧ୍ୟାହ୍ନ ସମୟରେ ଆମ୍ଭ ସଙ୍ଗରେ ଭୋଜନ କରିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)16 ସେତେବେଳେ ଯୋଷେଫ ସେମାନଙ୍କ ସଙ୍ଗରେ ବିନ୍ୟାମିନକୁ ଦେଖି ଆପଣା ଗୃହାଧ୍ୟକ୍ଷକୁ କହିଲେ, ଏହି ଲୋକମାନଙ୍କୁ ଆମ୍ଭ ଗୃହକୁ ନେଇ ଯାଅ ଓ ପଶୁ ମାରି ଖାଦ୍ୟଦ୍ରବ୍ୟ ପ୍ରସ୍ତୁତ କର; ଏମାନେ ମଧ୍ୟାହ୍ନ ସମୟରେ ଆମ୍ଭ ସଙ୍ଗରେ ଭୋଜନ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେତେବେଳେ ଯୋଷେଫ ସେମାନଙ୍କ ସଙ୍ଗରେ ବିନ୍ୟାମୀନ୍କୁ ଦେଖି ଆପଣା ଗୃହାଧ୍ୟକ୍ଷକୁ କହିଲେ, “ଏହି ଲୋକମାନଙ୍କୁ ଆମ୍ଭ ଗୃହକୁ ନେଇଯାଅ ଓ ପଶୁ ମାରି ଖାଦ୍ୟଦ୍ରବ୍ୟ ପ୍ରସ୍ତୁତ କର; ଏମାନେ ମଧ୍ୟାହ୍ନ ସମୟରେ ଆମ୍ଭ ସଙ୍ଗରେ ଭୋଜନ କରିବେ।” Viz kapitolaପବିତ୍ର ବାଇବଲ16 ଯୋଷେଫ ସେମାନଙ୍କ ସହିତ ବିନ୍ୟାମୀନକୁ ଦେଖିଲେ। ଯୋଷେଫ ତାଙ୍କର ଦାସକୁ ନିର୍ଦ୍ଦେଶ ଦେଲେ, “ସେହି ଲୋକମାନଙ୍କୁ ମୋର ଗୃହକୁ ପାଛୋଟି ଆଣ। ଏବଂ ଏକ ପଶୁମାରି ତାହାକୁ ରାନ୍ଧ। ସେହି ଲୋକମାନେ ଆଜି ମୋ’ ସହିତ ମଧ୍ୟାହ୍ନ ଭୋଜନ କରିବେ।” Viz kapitola |