ଆଦି ପୁସ୍ତକ 43:21 - ଓଡିଆ ବାଇବେଲ21 ପୁଣି, ଉତ୍ତରିବା ସ୍ଥାନରେ ଆପଣା ଆପଣା ପଟ ଫିଟାଇ ଦେଖିଲୁ ଯେ, ପ୍ରତି ଜଣର ପଟ-ମୁଖରେ ତାହାର ଟଙ୍କା, ଅର୍ଥାତ୍, ପୂର୍ଣ୍ଣ ତୌଲ ଅନୁସାରେ ଆମ୍ଭମାନଙ୍କର ଟଙ୍କା ଅଛି; ତାହା ଆମ୍ଭେମାନେ ହସ୍ତରେ ପୁନର୍ବାର ଆଣିଅଛୁ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ପୁଣି ଉତ୍ତରିବା ସ୍ଥାନରେ ଆପଣା ଆପଣା ପଟ ଫିଟାଇ ଦେଖିଲୁ ଯେ, ପ୍ରତି ଜଣର ପଟ-ମୁଖରେ ତାହାର ଟଙ୍କା, ଅର୍ଥାତ୍, ପୂର୍ଣ୍ଣ ତୌଲ ଅନୁସାରେ ଆମ୍ଭମାନଙ୍କର ଟଙ୍କା ଅଛି; ତାହା ଆମ୍ଭେମାନେ ହସ୍ତରେ ପୁନର୍ବାର ଆଣିଅଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପୁଣି, ଉତ୍ତରିବା ସ୍ଥାନରେ ଆପଣା ଆପଣା ପଟ ଫିଟାଇ ଦେଖିଲୁ ଯେ, ପ୍ରତି ଜଣର ପଟ-ମୁଖରେ ତାହାର ଟଙ୍କା, ଅର୍ଥାତ୍, ପୂର୍ଣ୍ଣ ତୌଲ ଅନୁସାରେ ଆମ୍ଭମାନଙ୍କର ଟଙ୍କା ଅଛି; ତାହା ଆମ୍ଭେମାନେ ହସ୍ତରେ ପୁନର୍ବାର ଆଣିଅଛୁ। Viz kapitolaପବିତ୍ର ବାଇବଲ21-22 ଯିବା ବାଟରେ ଆମ୍ଭେ ଆମ୍ଭର ପଟ ଫିଟାଇ ଦେଖିଲା ବେଳକୁ ଆମ୍ଭମାନଙ୍କର ଟଙ୍କା ପ୍ରତ୍ୟେକଙ୍କ ପଟ ମଧ୍ୟରେ ଥିଲା। ଆମ୍ଭେ ଜାଣି ନାହୁଁ ତାହା ସେଠାକୁ କିପରି ଗଲା। କିନ୍ତୁ ଆମ୍ଭେମାନେ ସେହି ଅର୍ଥ ଆପଣଙ୍କୁ ଦେବା ପାଇଁ ଫେରାଇ ଆଣିଛୁ। କିଛି ଖାଦ୍ୟ ନେଇଯିବା ପାଇଁ ଆଉ କିଛି ଅର୍ଥ ଆଣିଛୁ।” Viz kapitola |