Online Bible

- Reklamy -




ଆଦି ପୁସ୍ତକ 43:25 - ଓଡିଆ ବାଇବେଲ

25 ଆଉ ମଧ୍ୟାହ୍ନ ସମୟରେ ଯୋଷେଫ ଆସିବେ ବୋଲି ସେମାନେ ଭେଟି ଦ୍ରବ୍ୟ ସଜାଇଲେ; କାରଣ ସେମାନେ ସେଠାରେ ଭୋଜନ କରିବେ ବୋଲି ଶୁଣିଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ଆଉ ମଧ୍ୟାହ୍ନ ସମୟରେ ଯୋଷେଫ ଆସିବେ ବୋଲି ସେମାନେ ଭେଟୀ ଦ୍ରବ୍ୟ ସଜାଇଲେ; କାରଣ ସେମାନେ ସେଠାରେ ଭୋଜନ କରିବେ ବୋଲି ଶୁଣିଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଆଉ ମଧ୍ୟାହ୍ନ ସମୟରେ ଯୋଷେଫ ଆସିବେ ବୋଲି ସେମାନେ ଭେଟି ଦ୍ରବ୍ୟ ସଜାଇଲେ; କାରଣ ସେମାନେ ସେଠାରେ ଭୋଜନ କରିବେ ବୋଲି ଶୁଣିଥିଲେ।

Viz kapitola kopírovat

ପବିତ୍ର ବାଇବଲ

25 ଭାଇମାନେ ଶୁଣିବାକୁ ପାଇଲେ ଯେ ସେମାନେ ଯୋଷେଫଙ୍କ ସହିତ ଖାଇବାକୁ ଯାଉଛନ୍ତି। ତେଣୁ ସେମାନେ ତାଙ୍କର ଉପହାର ଗୁଡ଼ିକୁ ପ୍ରସ୍ତୁତ କରିବାକୁ ଲାଗିଲେ।

Viz kapitola kopírovat




ଆଦି ପୁସ୍ତକ 43:25

Následuj nás:

Reklamy


Reklamy