ଆଦି ପୁସ୍ତକ 43:29 - ଓଡିଆ ବାଇବେଲ29 ସେତେବେଳେ ଯୋଷେଫ ଅନାଇ ଆପଣା ସହୋଦର ବିନ୍ୟାମୀନ୍କୁ ଦେଖି କହିଲେ, ତୁମ୍ଭେମାନେ ଯେଉଁ ସାନ ଭାଇର କଥା କହିଥିଲ, “ସେ କି ଏହି ?” ଆଉ ସେ କହିଲେ, “ହେ ଆମ୍ଭର ପୁତ୍ର, ପରମେଶ୍ୱର ତୁମ୍ଭଙ୍କୁ ଅନୁଗ୍ରହ କରନ୍ତୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)29 ସେତେବେଳେ ଯୋଷେଫ ଅନାଇ ଆପଣା ସହୋଦର ବିନ୍ୟାମିନକୁ ଦେଖି କହିଲେ, ତୁମ୍ଭେମାନେ ଯେଉଁ ସାନ ଭାଇର କଥା କହିଥିଲ, ସେ କି ଏହି? ଆଉ ସେ କହିଲେ, ହେ ଆମ୍ଭର ପୁତ୍ର, ପରମେଶ୍ଵର ତୁମ୍ଭଙ୍କୁ ଅନୁଗ୍ରହ କରନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ସେତେବେଳେ ଯୋଷେଫ ଅନାଇ ଆପଣା ସହୋଦର ବିନ୍ୟାମୀନ୍କୁ ଦେଖି କହିଲେ, “ତୁମ୍ଭେମାନେ ଯେଉଁ ସାନ ଭାଇର କଥା କହିଥିଲ, ସେ କି ଏହି?” ଆଉ ସେ କହିଲେ, “ହେ ଆମ୍ଭର ପୁତ୍ର, ପରମେଶ୍ୱର ତୁମ୍ଭଙ୍କୁ ଅନୁଗ୍ରହ କରନ୍ତୁ।” Viz kapitolaପବିତ୍ର ବାଇବଲ29 ଯେତେବେଳେ ଯୋଷେଫ ତାଙ୍କର ଭାଇ ବିନ୍ୟାମୀନକୁ ଦେଖିଲେ। (ବିନ୍ୟାମୀନ ଓ ଯୋଷେଫ ଗୋଟିଏ ମା’ର ସନ୍ତାନ) ଯୋଷେଫ କହିଲେ, “ଏହି କ’ଣ ତୁମ୍ଭର ସାନ ଭାଇ, ଯାହା ବିଷୟରେ ତୁମ୍ଭେ ମୋତେ କହୁଥିଲ?” ଏହା ପରେ ଯୋଷେଫ ବିନ୍ୟାମୀନଙ୍କୁ କହିଲେ, “ହେ ଆମ୍ଭର ପୁତ୍ର, ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରନ୍ତୁ।” Viz kapitola |