Online Bible

- Reklamy -




ଆଦି ପୁସ୍ତକ 43:30 - ଓଡିଆ ବାଇବେଲ

30 ତହୁଁ ଭାଇ ପ୍ରତି ଯୋଷେଫଙ୍କର ଅନ୍ତଃକରଣ ସ୍ନେହରେ ଉତ୍ତପ୍ତ ହେବାରୁ ସେ ଶୀଘ୍ର ରୋଦନ କରିବାକୁ ସ୍ଥାନ ଖୋଜିଲେ; ପୁଣି, ସେ ଆପଣା କୋଠରିରେ ପ୍ରବେଶ କରି ସେଠାରେ ରୋଦନ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 ତହୁଁ ଭାଇ ପ୍ରତି ଯୋଷେଫଙ୍କର ଅନ୍ତଃକରଣ ସ୍ନେହରେ ଉତ୍ତପ୍ତ ହେବାରୁ ସେ ଶୀଘ୍ର ରୋଦନ କରିବାକୁ ସ୍ଥାନ ଖୋଜିଲେ; ପୁଣି ସେ ଆପଣା କୋଠରିରେ ପ୍ରବେଶ କରି ସେଠାରେ ରୋଦନ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ତହୁଁ ଭାଇ ପ୍ରତି ଯୋଷେଫଙ୍କର ଅନ୍ତଃକରଣ ସ୍ନେହରେ ଉତ୍ତପ୍ତ ହେବାରୁ ସେ ଶୀଘ୍ର ରୋଦନ କରିବାକୁ ସ୍ଥାନ ଖୋଜିଲେ; ପୁଣି, ସେ ଆପଣା କୋଠରିରେ ପ୍ରବେଶ କରି ସେଠାରେ ରୋଦନ କଲେ।

Viz kapitola kopírovat

ପବିତ୍ର ବାଇବଲ

30 ଯୋଷେଫ ଆଉ ଅଧିକ ସମୟ ନିଜର କୋହ ତାଙ୍କ ଭାଇମାନଙ୍କ ପ୍ରତି ସମ୍ଭାଳି ପାରିଲେ ନାହିଁ। ସେ ଶୀଘ୍ର ସେମାନଙ୍କ ପାଖରୁ ଆଉ ଗୋଟିଏ କୋଠରୀକୁ ଗଲେ ଏବଂ କାନ୍ଦିଲେ।

Viz kapitola kopírovat




ଆଦି ପୁସ୍ତକ 43:30

Následuj nás:

Reklamy


Reklamy