ଆଦି ପୁସ୍ତକ 43:33 - ଓଡିଆ ବାଇବେଲ33 ଏଥିଉତ୍ତାରେ ଯୋଷେଫଙ୍କ ସମ୍ମୁଖରେ ସେମାନଙ୍କର ଜ୍ୟେଷ୍ଠ ଜ୍ୟେଷ୍ଠ ସ୍ଥାନରେ ଓ କନିଷ୍ଠ କନିଷ୍ଠ ସ୍ଥାନରେ ବସିଲେ; ତହିଁରେ ସେମାନେ ପରସ୍ପର ଆଶ୍ଚର୍ଯ୍ୟ ବୋଧ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ଅନନ୍ତର ଯୋଷେଫଙ୍କ ସମ୍ମୁଖରେ ସେମାନଙ୍କର ଜ୍ୟେଷ୍ଠ ଜ୍ୟେଷ୍ଠ ସ୍ଥାନରେ ଓ କନିଷ୍ଠ କନିଷ୍ଠ ସ୍ଥାନରେ ବସିଲେ; ତହିଁରେ ସେମାନେ ପରସ୍ପର ଆଶ୍ଚର୍ଯ୍ୟ ବୋଧ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଏଥିଉତ୍ତାରେ ଯୋଷେଫଙ୍କ ସମ୍ମୁଖରେ ସେମାନଙ୍କର ଜ୍ୟେଷ୍ଠ ଜ୍ୟେଷ୍ଠ ସ୍ଥାନରେ ଓ କନିଷ୍ଠ କନିଷ୍ଠ ସ୍ଥାନରେ ବସିଲେ; ତହିଁରେ ସେମାନେ ପରସ୍ପର ଆଶ୍ଚର୍ଯ୍ୟ ବୋଧ କଲେ। Viz kapitolaପବିତ୍ର ବାଇବଲ33 ଯୋଷେଫଙ୍କର ଭାଇମାନେ ଯୋଷେଫଙ୍କ ଆଗ ଟେବୁଲରେ ଖାଇ ବସିଲେ। ତାଙ୍କର ଭାଇମାନେ ବଡ଼ରୁ ସାନ କ୍ରମରେ ବସିଥିଲେ। ସମସ୍ତେ ସମସ୍ତଙ୍କୁ ଗ୍ଭହୁଁଥା’ନ୍ତି। କ’ଣ ସବୁ ଘଟୁଛି ସେମାନେ ଆଶ୍ଚର୍ଯ୍ୟ ହେଉଥା’ନ୍ତି। Viz kapitola |