ଆଦି ପୁସ୍ତକ 43:8 - ଓଡିଆ ବାଇବେଲ8 ଯିହୁଦା ଆପଣା ପିତା ଇସ୍ରାଏଲଙ୍କୁ ଆହୁରି କହିଲା, “ତୁମ୍ଭେ ସେହି ଯୁବାକୁ ମୋ’ ସଙ୍ଗରେ ପଠାଇ ଦିଅ; ଆମ୍ଭେମାନେ ଉଠି ପ୍ରସ୍ଥାନ କରୁ, ତହିଁରେ ଆମ୍ଭେମାନେ ଓ ତୁମ୍ଭେ ଓ ବାଳକମାନେ, ସମସ୍ତେ ବଞ୍ଚିବା, ମରିବା ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)8 ଯିହୁଦା ଆପଣା ପିତା ଇସ୍ରାଏଲଙ୍କୁ ଆହୁରି କହିଲା, ତୁମ୍ଭେ ସେହି ଯୁବାକୁ ମୋʼ ସଙ୍ଗରେ ପଠାଇ ଦିଅ; ଆମ୍ଭେମାନେ ଉଠି ପ୍ରସ୍ଥାନ କରୁ, ତହିଁରେ ଆମ୍ଭେମାନେ ଓ ତୁମ୍ଭେ ଓ ବାଳକମାନେ, ସମସ୍ତେ ବଞ୍ଚିବା, ମରିବା ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଯିହୁଦା ଆପଣା ପିତା ଇସ୍ରାଏଲଙ୍କୁ ଆହୁରି କହିଲା, “ତୁମ୍ଭେ ସେହି ଯୁବାକୁ ମୋʼ ସଙ୍ଗରେ ପଠାଇଦିଅ; ଆମ୍ଭେମାନେ ଉଠି ପ୍ରସ୍ଥାନ କରୁ, ତହିଁରେ ଆମ୍ଭେମାନେ ଓ ତୁମ୍ଭେ ଓ ବାଳକମାନେ, ସମସ୍ତେ ବଞ୍ଚିବା, ମରିବା ନାହିଁ। Viz kapitolaପବିତ୍ର ବାଇବଲ8 ଏହା ପରେ ଯିହୁଦା ତାଙ୍କର ପିତାଙ୍କୁ କହିଲା, “ବିନ୍ୟାମୀନକୁ ମୋ’ ସହିତ ଯିବାକୁ ଦିଅ। ମୁଁ ତା'ର ଯତ୍ନ ନେବି। ଆମ୍ଭମାନଙ୍କୁ ମିଶରକୁ ଯାଇ ଖାଦ୍ୟ ଆଣିବାକୁ ଅଛି। ଯଦି ଆମ୍ଭେ ନ ଯାଉ ତେବେ ଆମ୍ଭେ ସମସ୍ତେ ମରିବା, ଏପରିକି ଆମ୍ଭର ପିଲାମାନେ ମଧ୍ୟ ମରିବେ। Viz kapitola |