ଆଦି ପୁସ୍ତକ 44:18 - ଓଡିଆ ବାଇବେଲ18 ତହିଁରେ ଯିହୁଦା ନିକଟକୁ ଯାଇ କହିଲା, “ପ୍ରଭୁ, ଆପଣଙ୍କ ଏହି ଦାସକୁ ପ୍ରଭୁଙ୍କ କର୍ଣ୍ଣଗୋଚରରେ ପଦେ ନିବେଦନ କରିବାକୁ ଅନୁମତି ଦେଉନ୍ତୁ ଓ ଆପଣା ଦାସ ପ୍ରତି ଆପଣଙ୍କ କ୍ରୋଧ ପ୍ରଜ୍ଜ୍ୱଳିତ ନ ହେଉ; କାରଣ ଆପଣ ଫାରୋଙ୍କ ତୁଲ୍ୟ ଅଟନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)18 ତହିଁରେ ଯିହୁଦା ନିକଟକୁ ଯାଇ କହିଲା, ପ୍ରଭୋ, ଆପଣଙ୍କ ଏହି ଦାସକୁ ପ୍ରଭୁଙ୍କ କର୍ଣ୍ଣଗୋଚରରେ ପଦେ ନିବେଦନ କରିବାକୁ ଅନୁମତି ଦେଉନ୍ତୁ ଓ ଆପଣା ଦାସ ପ୍ରତି ଆପଣଙ୍କ କ୍ରୋଧ ପ୍ରଜ୍ଵଳିତ ନ ହେଉ; କାରଣ ଆପଣ ଫାରୋଙ୍କ ତୁଲ୍ୟ ଅଟନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତହିଁରେ ଯିହୁଦା ନିକଟକୁ ଯାଇ କହିଲା, “ପ୍ରଭୋ, ଆପଣଙ୍କ ଏହି ଦାସକୁ ପ୍ରଭୁଙ୍କ କର୍ଣ୍ଣଗୋଚରରେ ପଦେ ନିବେଦନ କରିବାକୁ ଅନୁମତି ଦେଉନ୍ତୁ ଓ ଆପଣା ଦାସ ପ୍ରତି ଆପଣଙ୍କ କ୍ରୋଧ ପ୍ରଜ୍ୱଳିତ ନ ହେଉ; କାରଣ ଆପଣ ଫାରୋଙ୍କ ତୁଲ୍ୟ ଅଟନ୍ତି। Viz kapitolaପବିତ୍ର ବାଇବଲ18 ଏହା ପରେ ଯିହୁଦା ଯୋଷେଫଙ୍କ ନିକଟକୁ ଯାଇ କହିଲେ, “ହେ ମହାଶୟ, ମୋତେ ଟିକେ କହିବାକୁ ଦିଅନ୍ତୁ। ଦୟାକରି ମୋ’ ଉପରେ କ୍ରୋଧ କରନ୍ତୁ ନାହିଁ। ମୁଁ ଜାଣେ ଆପଣ ଫାରୋଙ୍କ ତୁଲ୍ୟ। Viz kapitola |