ଆଦି ପୁସ୍ତକ 44:24 - ଓଡିଆ ବାଇବେଲ24 ଏଥିଉତ୍ତାରେ ଆମ୍ଭେମାନେ ଆପଣଙ୍କ ଦାସ ଯେ ମୋ’ ପିତା, ତାଙ୍କ ନିକଟରେ ଉପସ୍ଥିତ ହୋଇ ତାଙ୍କୁ ପ୍ରଭୁଙ୍କର ଏହିସବୁ କଥା କହିଲୁ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଅନନ୍ତର ଆମ୍ଭେମାନେ ଆପଣଙ୍କ ଦାସ ଯେ ମୋʼ ପିତା, ତାଙ୍କ ନିକଟରେ ଉପସ୍ଥିତ ହୋଇ ତାଙ୍କୁ ପ୍ରଭୁଙ୍କର ଏହି ସବୁ କଥା କହିଲୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏଥିଉତ୍ତାରେ ଆମ୍ଭେମାନେ ଆପଣଙ୍କ ଦାସ ଯେ ମୋʼ ପିତା, ତାଙ୍କ ନିକଟରେ ଉପସ୍ଥିତ ହୋଇ ତାଙ୍କୁ ପ୍ରଭୁଙ୍କର ଏହିସବୁ କଥା କହିଲୁ। Viz kapitolaପବିତ୍ର ବାଇବଲ24 ତେଣୁ ଆମ୍ଭେ ପିତାଙ୍କ ନିକଟକୁ ଫେରି ଗଲୁ ଓ ଆପଣ ଯାହା କହିଥିଲେ, ତାଙ୍କୁ କହିଲୁ। Viz kapitola |