ଆଦି ପୁସ୍ତକ 44:25 - ଓଡିଆ ବାଇବେଲ25 ଏଥିଉତ୍ତାରେ ଆମ୍ଭମାନଙ୍କ ପିତା କହିଲେ, “ତୁମ୍ଭେମାନେ ପୁନର୍ବାର ଯାଇ ଆମ୍ଭମାନଙ୍କ ନିମନ୍ତେ କିଛି ଭକ୍ଷ୍ୟ କିଣି ଆଣ।” Viz kapitolaପବିତ୍ର ବାଇବଲ (Re-edited) - (BSI)25 ଏଥିଉତ୍ତାରେ ଆମ୍ଭମାନଙ୍କ ପିତା କହିଲେ, ତୁମ୍ଭେମାନେ ପୁନର୍ବାର ଯାଇ ଆମ୍ଭମାନଙ୍କ ନିମନ୍ତେ କିଛି ଭକ୍ଷ୍ୟ କିଣି ଆଣ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଏଥିଉତ୍ତାରେ ଆମ୍ଭମାନଙ୍କ ପିତା କହିଲେ, ‘ତୁମ୍ଭେମାନେ ପୁନର୍ବାର ଯାଇ ଆମ୍ଭମାନଙ୍କ ନିମନ୍ତେ କିଛି ଭକ୍ଷ୍ୟ କିଣି ଆଣ।’ Viz kapitolaପବିତ୍ର ବାଇବଲ25 “ଏହା ପରେ, ଆମ୍ଭର ପିତା କହିଲେ, ‘ତୁମ୍ଭେମାନେ ଯାଇ କିଛି ଖାଦ୍ୟ ଆମ୍ଭମାନଙ୍କ ପାଇଁ ଆଣ।’ Viz kapitola |