ଆଦି ପୁସ୍ତକ 44:32 - ଓଡିଆ ବାଇବେଲ32 ଆହୁରି, ଆପଣଙ୍କ ଦାସ ମୁଁ, ଆପଣା ପିତାଙ୍କ ନିକଟରେ ଏହି ଯୁବାର ଲଗା ହୋଇ କହିଅଛି, ମୁଁ ଯଦି ତାକୁ ତୁମ୍ଭ ପାଖକୁ ନ ଆଣେ, ତେବେ ମୁଁ ଯାବଜ୍ଜୀବନ ପିତାଙ୍କ ନିକଟରେ ଅପରାଧୀ ହେବି। Viz kapitolaପବିତ୍ର ବାଇବଲ (Re-edited) - (BSI)32 ଆହୁରି, ଆପଣଙ୍କ ଦାସ ମୁଁ, ଆପଣା ପିତାଙ୍କ ନିକଟରେ ଏହି ଯୁବାର ଲଗା ହୋଇ କହିଅଛି, ମୁଁ ଯେବେ ତାକୁ ତୁମ୍ଭ ପାଖକୁ ନ ଆଣେ, ତେବେ ମୁଁ ଯାବଜ୍ଜୀବନ ପିତାଙ୍କ ନିକଟରେ ଅପରାଧୀ ହେବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଆହୁରି, ଆପଣଙ୍କ ଦାସ ମୁଁ, ଆପଣା ପିତାଙ୍କ ନିକଟରେ ଏହି ଯୁବାର ଲଗା ହୋଇ କହିଅଛି, ‘ମୁଁ ଯଦି ତାକୁ ତୁମ୍ଭ ପାଖକୁ ନ ଆଣେ, ତେବେ ମୁଁ ଯାବଜ୍ଜୀବନ ପିତାଙ୍କ ନିକଟରେ ଅପରାଧୀ ହେବି।’ Viz kapitolaପବିତ୍ର ବାଇବଲ32 “ମୁଁ ଏହି ଭାଇ ପାଇଁ ଦାୟିତ୍ୱ ନେଇଛି। ମୁଁ ମୋର ପିତାଙ୍କୁ କହିଥିଲି, ‘ଯଦି ମୁଁ ବିନ୍ୟାମୀନଙ୍କୁ ସାଙ୍ଗରେ ନ ନିଏ ତେବେ ସେ ମୋତେ ଜୀବନ ସାରା ଦୋଷ ବହନ କରିବ।’ Viz kapitola |