ଆଦି ପୁସ୍ତକ 45:12 - ଓଡିଆ ବାଇବେଲ12 ଦେଖ, ମୋହର ମୁଖ ତୁମ୍ଭମାନଙ୍କୁ ଏ କଥା କହୁଅଛି, ଏହା ତୁମ୍ଭମାନଙ୍କ ଚକ୍ଷୁ ଓ ମୋ’ ସହୋଦର ବିନ୍ୟାମୀନ୍ର ଚକ୍ଷୁ ଦେଖୁଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଦେଖ, ମୋହର ମୁଖ ତୁମ୍ଭମାନଙ୍କୁ ଏ କଥା କହୁଅଛି, ଏହା ତୁମ୍ଭମାନଙ୍କ ଚକ୍ଷୁ ଓ ମୋʼ ସହୋଦର ବିନ୍ୟାମିନର ଚକ୍ଷୁ ଦେଖୁଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 “ଦେଖ, ମୋହର ମୁଖ ତୁମ୍ଭମାନଙ୍କୁ ଏ କଥା କହୁଅଛି, ଏହା ତୁମ୍ଭମାନଙ୍କ ଚକ୍ଷୁ ଓ ମୋʼ ସହୋଦର ବିନ୍ୟାମୀନ୍ର ଚକ୍ଷୁ ଦେଖୁଅଛି। Viz kapitolaପବିତ୍ର ବାଇବଲ12 ଯୋଷେଫ ତାଙ୍କର ଭାଇମାନଙ୍କୁ ଏ କଥା କହିଲେ, “ମୁଁ ଯୋଷେଫ ବୋଲି, ତୁମ୍ଭେ ନିଶ୍ଚିତରେ ଜାଣିଥିବ। ଏପରିକି ମୋର ଭାଇ ବିନ୍ୟାମୀନ ଜାଣୁ ଯେ ମୁଁ ଯୋଷେଫ, ତୁମ୍ଭର ଭାଇ କହୁଅଛି। Viz kapitola |