ଆଦି ପୁସ୍ତକ 45:13 - ଓଡିଆ ବାଇବେଲ13 ଏଣୁ ତୁମ୍ଭେମାନେ ଏହି ମିସର ଦେଶରେ ମୋହର ଐଶ୍ୱର୍ଯ୍ୟାଦି ଯାହା ଯାହା ଦେଖୁଅଛ, ସେ ସମସ୍ତ ମୋ’ ପିତାଙ୍କୁ ଜଣାଇ ତାଙ୍କୁ ଶୀଘ୍ର ଏଠାକୁ ଆଣିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)13 ଏଣୁ ତୁମ୍ଭେମାନେ ଏହି ମିସର ଦେଶରେ ମୋହର ଐଶ୍ଵର୍ଯ୍ୟାଦି ଯାହା ଯାହା ଦେଖୁଅଛ, ସେ ସମସ୍ତ ମୋʼ ପିତାଙ୍କୁ ଜଣାଇ ତାଙ୍କୁ ଶୀଘ୍ର ଏଠାକୁ ଆଣିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏଣୁ ତୁମ୍ଭେମାନେ ଏହି ମିସର ଦେଶରେ ମୋହର ଐଶ୍ୱର୍ଯ୍ୟାଦି ଯାହା ଯାହା ଦେଖୁଅଛ, ସେ ସମସ୍ତ ମୋʼ ପିତାଙ୍କୁ ଜଣାଇ ତାଙ୍କୁ ଶୀଘ୍ର ଏଠାକୁ ଆଣିବ।” Viz kapitolaପବିତ୍ର ବାଇବଲ13 ତେଣୁ ତୁମ୍ଭେମାନେ ମୋର ଏଠାରେ ଐଶ୍ୱର୍ଯ୍ୟାଦି ଯାହା ଦେଖୁଛ, ତାହା ମୋ’ ପିତାଙ୍କୁ ଜଣାଅ। ମୋର ଏଠାରେ ଯାହା ଦେଖୁଛ ତାହା ସବୁ ମୋର ପିତାଙ୍କୁ ଯାଇ କୁହ। ବର୍ତ୍ତମାନ ତୁମ୍ଭେ ଶୀଘ୍ର ଯାଇ ମୋର ପିତାଙ୍କୁ ଏଠାକୁ ଆଣ।” Viz kapitola |