ଆଦି ପୁସ୍ତକ 45:14 - ଓଡିଆ ବାଇବେଲ14 ଏଥିଉତ୍ତାରେ ସେ ଆପଣା ସହୋଦର ବିନ୍ୟାମୀନ୍ର ଗଳା ଧରି ରୋଦନ କଲେ, ପୁଣି, ବିନ୍ୟାମୀନ୍ ତାଙ୍କର ଗଳା ଧରି ରୋଦନ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଅନନ୍ତର ସେ ଆପଣା ସହୋଦର ବିନ୍ୟାମିନର ଗଳା ଧରି ରୋଦନ କଲେ, ପୁଣି ବିନ୍ୟାମିନ ତାଙ୍କର ଗଳା ଧରି ରୋଦନ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏଥିଉତ୍ତାରେ ସେ ଆପଣା ସହୋଦର ବିନ୍ୟାମୀନ୍ର ଗଳା ଧରି ରୋଦନ କଲେ, ପୁଣି, ବିନ୍ୟାମୀନ୍ ତାଙ୍କର ଗଳା ଧରି ରୋଦନ କଲା। Viz kapitolaପବିତ୍ର ବାଇବଲ14 ଏହା ପରେ ଯୋଷେଫ ବିନ୍ୟାମୀନଙ୍କୁ ଆଲିଙ୍ଗନ କଲେ ଓ ଉଭୟ ଭାଇ ମିଶି କ୍ରନ୍ଦନ କଲେ। Viz kapitola |