ଆଦି ପୁସ୍ତକ 45:18 - ଓଡିଆ ବାଇବେଲ18 ପୁଣି, ପିତାଙ୍କୁ ଓ ଆପଣା ଆପଣା ସମସ୍ତ ପରିବାରକୁ ଘେନି ଆମ୍ଭ ନିକଟକୁ ଆସ; ଆମ୍ଭେ ତୁମ୍ଭମାନଙ୍କୁ ମିସର ଦେଶର ଉତ୍ତମ ଦ୍ରବ୍ୟ ଦେବା, ପୁଣି, ତୁମ୍ଭେମାନେ ଦେଶର ସର୍ବୋତ୍ତମ ବିଷୟ ଭୋଗ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ପୁଣି ପିତାଙ୍କୁ ଓ ଆପଣା ଆପଣା ସମସ୍ତ ପରିବାରକୁ ଘେନି ଆମ୍ଭ ନିକଟକୁ ଆସ; ଆମ୍ଭେ ତୁମ୍ଭମାନଙ୍କୁ ମିସର ଦେଶର ଉତ୍ତମ ଦ୍ରବ୍ୟ ଦେବା, ପୁଣି ତୁମ୍ଭେମାନେ ଦେଶର ସର୍ବୋତ୍ତମ ବିଷୟ ଭୋଗ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ପିତାଙ୍କୁ ଓ ଆପଣା ଆପଣା ସମସ୍ତ ପରିବାରକୁ ଘେନି ଆମ୍ଭ ନିକଟକୁ ଆସ; ଆମ୍ଭେ ତୁମ୍ଭମାନଙ୍କୁ ମିସର ଦେଶର ଉତ୍ତମ ଦ୍ରବ୍ୟ ଦେବା, ପୁଣି, ତୁମ୍ଭେମାନେ ଦେଶର ସର୍ବୋତ୍ତମ ବିଷୟ ଭୋଗ କରିବ।’ Viz kapitolaପବିତ୍ର ବାଇବଲ18 ତାଙ୍କୁ କୁହ, ତୁମ୍ଭର ପିତା ଏବଂ ତାଙ୍କର ପରିବାର ଧରି ଏଠାକୁ ଆସନ୍ତୁ। ମୁଁ ସେମାନଙ୍କୁ ମିଶରର ସବୁଠାରୁ ଉତ୍ତମ ଭୂମି ଦେବି ଏବଂ ସେମାନେ ଏଠାରେ ଥିବା ପର୍ଯ୍ୟନ୍ତ ଆମ୍ଭର ଖାଦ୍ୟ ଖାଇବେ।” Viz kapitola |