ଆଦି ପୁସ୍ତକ 45:19 - ଓଡିଆ ବାଇବେଲ19 ଏବେ ଆମ୍ଭର ଆଜ୍ଞାନୁସାରେ ଏହି କର୍ମ କର, ତୁମ୍ଭେମାନେ ଆପଣା ଆପଣା ବାଳକମାନଙ୍କ ଓ ଭାର୍ଯ୍ୟାମାନଙ୍କ ପାଇଁ ମିସର ଦେଶରୁ ଶଗଡ଼ ନେଇଯାଅ, ପୁଣି, ଆପଣାମାନଙ୍କ ପିତାଙ୍କୁ ନେଇ ଆସ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଏବେ ଆମ୍ଭର ଆଜ୍ଞାନୁସାରେ ଏହି କର୍ମ କର, ତୁମ୍ଭେମାନେ ଆପଣା ଆପଣା ବାଳକମାନଙ୍କ ଓ ଭାର୍ଯ୍ୟାମାନଙ୍କ ପାଇଁ ମିସର ଦେଶରୁ ଶକଟ ନେଇଯାଅ, ପୁଣି ଆପଣାମାନଙ୍କ ପିତାଙ୍କୁ ନେଇ ଆସ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏବେ ଆମ୍ଭର ଆଜ୍ଞାନୁସାରେ ‘ଏହି କର୍ମ କର, ତୁମ୍ଭେମାନେ ଆପଣା ଆପଣା ବାଳକମାନଙ୍କ ଓ ଭାର୍ଯ୍ୟାମାନଙ୍କ ପାଇଁ ମିସର ଦେଶରୁ ଶଗଡ଼ ନେଇଯାଅ, ପୁଣି, ଆପଣାମାନଙ୍କ ପିତାଙ୍କୁ ନେଇଆସ। Viz kapitolaପବିତ୍ର ବାଇବଲ19 ଏହା ପରେ ଫାରୋ କହିଲେ, “ତୁମ୍ଭର ଭାଇମାନେ ମିଶରର ସର୍ବୋତ୍ତମ ଶକଟ ଦ୍ୱାରା ସେମାନଙ୍କର ଭୂମିକୁ ଯାତ୍ରା କରନ୍ତୁ ଏବଂ ସେମାନଙ୍କର ପିତା, ସେମାନଙ୍କର ସ୍ତ୍ରୀମାନଙ୍କୁ ଏବଂ ସେମାନଙ୍କର ପିଲାମାନଙ୍କୁ ଆଣନ୍ତୁ। Viz kapitola |