Online Bible

- Reklamy -




ଆଦି ପୁସ୍ତକ 45:22 - ଓଡିଆ ବାଇବେଲ

22 ପୁଣି, ପ୍ରତ୍ୟେକ ଜଣକୁ ଏକ ଏକ ଯୋଡ଼ା ବସ୍ତ୍ର ଦେଲେ, ମାତ୍ର ବିନ୍ୟାମୀନ୍‍କୁ ତିନିଶହ ଶେକେଲ ରୌପ୍ୟମୁଦ୍ରା ଓ ପାଞ୍ଚ ଯୋଡ଼ା ବସ୍ତ୍ର ଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ପୁଣି, ପ୍ରତ୍ୟେକ ଜଣକୁ ଏକ ଏକ ଯୋଡ଼ା ବସ୍ତ୍ର ଦେଲେ, ମାତ୍ର ବିନ୍ୟାମିନକୁ ତିନିଶହ ରୌପ୍ୟମୁଦ୍ରା ଓ ପାଞ୍ଚ ଯୋଡ଼ା ବସ୍ତ୍ର ଦେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ପୁଣି, ପ୍ରତ୍ୟେକ ଜଣକୁ ଏକ ଏକ ଯୋଡ଼ା ବସ୍ତ୍ର ଦେଲେ, ମାତ୍ର ବିନ୍ୟାମୀନ୍‍କୁ ତିନି ଶହ ଶେକେଲ ରୌପ୍ୟ ମୁଦ୍ରା ଓ ପାଞ୍ଚ ଯୋଡ଼ା ବସ୍ତ୍ର ଦେଲେ।

Viz kapitola kopírovat

ପବିତ୍ର ବାଇବଲ

22 ଯୋଷେଫ ତାଙ୍କର ପ୍ରତ୍ୟେକ ଭାଇମାନଙ୍କୁ ଗୋଟିଏ ଯୋଡ଼ା ଉତ୍ତମ ବସ୍ତ୍ର ଦେଲେ। ମାତ୍ର ବିନ୍ୟାମୀନକୁ 300 ରୌପ୍ୟ ମୁଦ୍ରା ଓ ପାଞ୍ଚ ଯୋଡ଼ା ସୁକ୍ଷ୍ମ ବସ୍ତ୍ର ଦେଲେ।

Viz kapitola kopírovat




ଆଦି ପୁସ୍ତକ 45:22

Následuj nás:

Reklamy


Reklamy