ଆଦି ପୁସ୍ତକ 45:23 - ଓଡିଆ ବାଇବେଲ23 ପୁଣି, ପିତାଙ୍କ ନିମନ୍ତେ ମିସର ଦେଶର ଉତ୍ତମ ଉତ୍ତମ ଦ୍ରବ୍ୟରେ ନଦା ଦଶ ଗଧ ଓ ପିତାଙ୍କ ପାଥେୟ ନିମନ୍ତେ ଶସ୍ୟ ଓ ରୁଟି ଆଦି ଭକ୍ଷ୍ୟ ଦ୍ରବ୍ୟରେ ନଦା ଦଶ ଗର୍ଦ୍ଦଭୀ ପଠାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ପୁଣି ପିତାଙ୍କ ନିମନ୍ତେ ମିସର ଦେଶର ଉତ୍ତମ ଉତ୍ତମ ଦ୍ରବ୍ୟରେ ନଦା ଦଶ ଗଧ ଓ ପିତାଙ୍କ ପାଥେୟ ନିମନ୍ତେ ଶସ୍ୟ ଓ ରୋଟୀ ଆଦି ଭକ୍ଷ୍ୟ ଦ୍ରବ୍ୟରେ ନଦା ଦଶ ଗର୍ଦ୍ଦଭୀ ପଠାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ପୁଣି, ପିତାଙ୍କ ନିମନ୍ତେ ମିସର ଦେଶର ଉତ୍ତମ ଉତ୍ତମ ଦ୍ରବ୍ୟରେ ନଦା ଦଶ ଗଧ ଓ ପିତାଙ୍କ ପାଥେୟ ନିମନ୍ତେ ଶସ୍ୟ ଓ ରୁଟି ଆଦି ଭକ୍ଷ୍ୟ ଦ୍ରବ୍ୟରେ ନଦା ଦଶ ଗର୍ଦ୍ଦଭୀ ପଠାଇଲେ। Viz kapitolaପବିତ୍ର ବାଇବଲ23 ପୁଣି ଯୋଷେଫ ତାଙ୍କର ପିତାଙ୍କ ନିମନ୍ତେ ମିଶର ଦେଶର ଉତ୍ତମ ଦ୍ରବ୍ୟରେ ନଦା ଦଶ ଗଧ ଓ ପିତାଙ୍କ ପାଥେୟ ନିମନ୍ତେ ଶସ୍ୟ ଓ ରୋଟୀ ଆଦି ଭକ୍ଷ୍ୟ ଦ୍ରବ୍ୟରେ ନଦା ଦଶ ଗର୍ଦ୍ଦଭୀ ପାଠାଇଲେ। Viz kapitola |