Online Bible

- Reklamy -




ଆଦି ପୁସ୍ତକ 45:26 - ଓଡିଆ ବାଇବେଲ

26 ପୁଣି, ସେମାନେ ତାଙ୍କୁ କହିଲେ, “ଯୋଷେଫ ଆଜି ପର୍ଯ୍ୟନ୍ତ ଜୀବିତ ଅଛି, ଆଉ ସେ ସମସ୍ତ ମିସର ଦେଶର କର୍ତ୍ତା ହୋଇଅଛି।” ଏଥିରେ ଯାକୁବଙ୍କର ହୃଦୟ ଜଡ଼ୀଭୂତ ହେଲା, କାରଣ ସେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ପୁଣି ସେମାନେ ତାଙ୍କୁ କହିଲେ, ଯୋଷେଫ ଆଜି ପର୍ଯ୍ୟନ୍ତ ଜୀବିତ ଅଛି, ଆଉ ସେ ସମସ୍ତ ମିସର ଦେଶର କର୍ତ୍ତା ହୋଇଅଛି। ଏଥିରେ ଯାକୁବଙ୍କର ହୃଦୟ ଜଡ଼ୀଭୂତ ହେଲା, କାରଣ ସେ ସେମାନଙ୍କୁ ବିଶ୍ଵାସ କଲେ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ପୁଣି, ସେମାନେ ତାଙ୍କୁ କହିଲେ, “ଯୋଷେଫ ଆଜି ପର୍ଯ୍ୟନ୍ତ ଜୀବିତ ଅଛି, ଆଉ ସେ ସମସ୍ତ ମିସର ଦେଶର କର୍ତ୍ତା ହୋଇଅଛି।” ଏଥିରେ ଯାକୁବଙ୍କର ହୃଦୟ ଜଡ଼ୀଭୂତ ହେଲା, କାରଣ ସେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

26 ଭାଇମାନେ ତାଙ୍କ ପିତାଙ୍କୁ କହିଲେ, “ପିତା, ଯୋଷେଫ ଏବଂ ମଧ୍ୟ ବଞ୍ଚିଛନ୍ତି। ସେ ବର୍ତ୍ତମାନ ସମସ୍ତ ମିଶର ଉପରେ କର୍ତ୍ତା ଅଟନ୍ତି।” ତାଙ୍କର ପିତା କିଛି ଭାବି ପାରିଲେ ନାହିଁ। ପ୍ରଥମେ ସେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ।

Viz kapitola kopírovat




ଆଦି ପୁସ୍ତକ 45:26

Následuj nás:

Reklamy


Reklamy