Online Bible

- Reklamy -




ଆଦି ପୁସ୍ତକ 45:27 - ଓଡିଆ ବାଇବେଲ

27 ପୁଣି, ଯୋଷେଫ ଯେତେ କଥା ସେମାନଙ୍କୁ କହିଥିଲେ, ସେହି ସବୁ କଥା ସେମାନେ ତାଙ୍କୁ କହିଲେ। ମାତ୍ର ସେ ଯେତେବେଳେ ତାଙ୍କୁ ନେବା ପାଇଁ ଯୋଷେଫଙ୍କ ପ୍ରେରିତ ଶଗଡ଼ସବୁ ଦେଖିଲେ, ସେତେବେଳେ ସେମାନଙ୍କ ପିତା ଯାକୁବଙ୍କ ଆତ୍ମା ପୁନର୍ଜୀବିତ ହେଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ପୁଣି ଯୋଷେଫ ଯେତେ କଥା ସେମାନଙ୍କୁକହିଥିଲେ, ସେ ସବୁ କଥା ସେମାନେ ତାଙ୍କୁ କହିଲେ। ମାତ୍ର ସେ ଯେତେବେଳେ ତାଙ୍କୁ ନେବା ପାଇଁ ଯୋଷେଫଙ୍କ ପ୍ରେରିତ ଶକଟ ସବୁ ଦେଖିଲେ, ସେତେବେଳେ ସେମାନଙ୍କ ପିତା ଯାକୁବଙ୍କ ଆତ୍ମା ପୁନର୍ଜୀବିତ ହେଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ପୁଣି, ଯୋଷେଫ ଯେତେ କଥା ସେମାନଙ୍କୁ କହିଥିଲେ, ସେହି ସବୁ କଥା ସେମାନେ ତାଙ୍କୁ କହିଲେ। ମାତ୍ର ସେ ଯେତେବେଳେ ତାଙ୍କୁ ନେବା ପାଇଁ ଯୋଷେଫଙ୍କ ପ୍ରେରିତ ଶଗଡ଼ସବୁ ଦେଖିଲେ, ସେତେବେଳେ ସେମାନଙ୍କ ପିତା ଯାକୁବଙ୍କ ଆତ୍ମା ପୁନର୍ଜୀବିତ ହେଲା।

Viz kapitola kopírovat

ପବିତ୍ର ବାଇବଲ

27 ତା'ପରେ ଯୋଷେଫଙ୍କ ସମସ୍ତ କଥା ସେମାନେ ତାଙ୍କୁ କହିଲେ। ଏବଂ ଯାକୁବ ତାଙ୍କ ପାଇଁ ପଠାଇଥିବା ଶକଟମାନ ଦେଖିଲେ। ଏହା ପରେ ଯାକୁବ ଅତ୍ୟନ୍ତ ଆନନ୍ଦିତ ହେଲେ।

Viz kapitola kopírovat




ଆଦି ପୁସ୍ତକ 45:27

Následuj nás:

Reklamy


Reklamy