ଆଦି ପୁସ୍ତକ 45:28 - ଓଡିଆ ବାଇବେଲ28 ତହିଁରେ ଇସ୍ରାଏଲ କହିଲେ, “ଯଥେଷ୍ଟ; ମୋହର ପୁତ୍ର ଯୋଷେଫ ଆଜି ପର୍ଯ୍ୟନ୍ତ ବଞ୍ଚିଅଛି; ମୁଁ ଯିବି, ମରଣ ପୂର୍ବେ ତାକୁ ଦେଖିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)28 ତହିଁରେ ଇସ୍ରାଏଲ କହିଲେ, ଯଥେଷ୍ଟ; ମୋହର ପୁତ୍ର ଯୋଷେଫ ଆଜିଯାଏ ବଞ୍ଚିଅଛି; ମୁଁ ଯିବି, ମରଣ ପୂର୍ବେ ତାକୁ ଦେଖିବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ତହିଁରେ ଇସ୍ରାଏଲ କହିଲେ, “ଯଥେଷ୍ଟ; ମୋହର ପୁତ୍ର ଯୋଷେଫ ଆଜି ପର୍ଯ୍ୟନ୍ତ ବଞ୍ଚିଅଛି; ମୁଁ ଯିବି, ମରଣ ପୂର୍ବେ ତାକୁ ଦେଖିବି।” Viz kapitolaପବିତ୍ର ବାଇବଲ28 ଯାକୁବ କହିଲେ, “ଏହା ଯଥେଷ୍ଟ! ଆଉ ତୁମ୍ଭର ଅଧିକ କିଛି କହିବା ଦରକାର ନାହିଁ। ମୋର ପୁତ୍ର ଯୋଷେଫ ଏବେବି ଜୀବିତ। ମୁଁ ମଲା ପୂର୍ବରୁ ତାକୁ ଦେଖିବାକୁ ଯିବି।” Viz kapitola |