ଆଦି ପୁସ୍ତକ 45:7 - ଓଡିଆ ବାଇବେଲ7 ଏଥିପାଇଁ ପରମେଶ୍ୱର ପୃଥିବୀରେ ତୁମ୍ଭମାନଙ୍କୁ ଅବଶିଷ୍ଟାଂଶ ରୂପେ ରକ୍ଷା କରିବାକୁ ଓ ମହା ଉଦ୍ଧାର ଉପଲକ୍ଷ୍ୟରେ ତୁମ୍ଭମାନଙ୍କୁ ପ୍ରାଣରେ ବଞ୍ଚାଇବାକୁ ତୁମ୍ଭମାନଙ୍କ ଆଗେ ମୋତେ ପଠାଇ ଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଏଣୁକରି ପରମେଶ୍ଵର ପୃଥିବୀରେ ତୁମ୍ଭମାନଙ୍କୁ ଅବଶିଷ୍ଟାଂଶ ରୂପେ ରକ୍ଷା କରିବାକୁ ଓ ମହା ଉଦ୍ଧାର ଉପଲକ୍ଷ୍ୟରେ ତୁମ୍ଭମାନଙ୍କୁ ପ୍ରାଣରେ ବଞ୍ଚାଇବାକୁ ତୁମ୍ଭମାନଙ୍କ ଆଗେ ମୋତେ ପଠାଇ ଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଥିପାଇଁ ପରମେଶ୍ୱର ପୃଥିବୀରେ ତୁମ୍ଭମାନଙ୍କୁ ଅବଶିଷ୍ଟାଂଶ ରୂପେ ରକ୍ଷା କରିବାକୁ ଓ ମହା ଉଦ୍ଧାର ଉପଲକ୍ଷ୍ୟରେ ତୁମ୍ଭମାନଙ୍କୁ ପ୍ରାଣରେ ବଞ୍ଚାଇବାକୁ ତୁମ୍ଭମାନଙ୍କ ଆଗେ ମୋତେ ପଠାଇଅଛନ୍ତି। Viz kapitolaପବିତ୍ର ବାଇବଲ7 ତେଣୁ ପରମେଶ୍ୱର ମୋତେ ଏଠାକୁ ପଠାଇଛନ୍ତି ତୁମ୍ଭକୁ ଆଗେଇ ନେବା ପାଇଁ। ତେଣୁ ମୁଁ ଏଠାରେ ତୁମ୍ଭ ଦେଶର ଲୋକମାନଙ୍କୁ ରକ୍ଷା କରି ପାରିବି। Viz kapitola |