ଆଦି ପୁସ୍ତକ 46:1 - ଓଡିଆ ବାଇବେଲ1 ଏଥିଉତ୍ତାରେ ଇସ୍ରାଏଲ ଆପଣା ସର୍ବସ୍ୱ ଘେନି ଯାତ୍ରା କଲେ, ପୁଣି, ବେର୍ଶେବାରେ ଓହ୍ଲାଇ ସେଠାରେ ଆପଣା ପିତା ଇସ୍ହାକଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଇସ୍ରାଏଲ ଆପଣା ସର୍ବସ୍ଵ ଘେନି ଯାତ୍ରା କଲେ, ପୁଣି ବେରଶେବାରେ ଉତ୍ତରି ସେଠାରେ ଆପଣା ପିତା ଇସ୍ହାକଙ୍କର ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଇସ୍ରାଏଲ ଆପଣା ସର୍ବସ୍ୱ ଘେନି ଯାତ୍ରା କଲେ, ପୁଣି, ବେର୍ଶେବାରେ ଓହ୍ଲାଇ ସେଠାରେ ଆପଣା ପିତା ଇସ୍ହାକଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ। Viz kapitolaପବିତ୍ର ବାଇବଲ1 ତେଣୁ ଇସ୍ରାଏଲ ମିଶରକୁ ଯାତ୍ରା କଲେ। ପ୍ରଥମେ ଇସ୍ରାଏଲ ବେର୍ଶେବାକୁ ଗଲେ। ସେଠାରେ ସେ ପରମେଶ୍ୱରଙ୍କ ଉପାସନା କଲେ। ତାଙ୍କର ପିତା ଇସ୍ହାକଙ୍କ ପରମେଶ୍ୱରଙ୍କୁ। ଏବଂ ସେ ସେଠାରେ ହୋମବଳି ଦେଲେ। Viz kapitola |