ଆଦି ପୁସ୍ତକ 46:2 - ଓଡିଆ ବାଇବେଲ2 ତହିଁରେ ପରମେଶ୍ୱର ଇସ୍ରାଏଲଙ୍କୁ ରାତିରେ ଦର୍ଶନ ଦେଇ କହିଲେ, “ହେ ଯାକୁବ, ହେ ଯାକୁବ।” ତହିଁରେ ସେ ଉତ୍ତର କଲେ, “ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)2 ତହିଁରେ ପରମେଶ୍ଵର ଇସ୍ରାଏଲଙ୍କୁ ରାତିରେ ଦର୍ଶନ ଦେଇ କହିଲେ, ହେ ଯାକୁବ, ହେ ଯାକୁବ। ତହିଁରେ ସେ ଉତ୍ତର କଲେ, ଦେଖନ୍ତୁ, ମୁଁ ଉପସ୍ଥିତ ଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁରେ ପରମେଶ୍ୱର ଇସ୍ରାଏଲଙ୍କୁ ରାତିରେ ଦର୍ଶନ ଦେଇ କହିଲେ, “ହେ ଯାକୁବ, ହେ ଯାକୁବ।” ତହିଁରେ ସେ ଉତ୍ତର କଲେ, “ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।” Viz kapitolaପବିତ୍ର ବାଇବଲ2 ରାତିରେ ପରମେଶ୍ୱର ଇସ୍ରାଏଲକୁ ସ୍ୱପ୍ନରେ କହିଲେ, “ଯାକୁବ, ଯାକୁବ।” ଇସ୍ରାଏଲ ଉତ୍ତର ଦେଲେ, “ମୁଁ ଏହିଠାରେ।” Viz kapitola |