ଆଦି ପୁସ୍ତକ 46:25 - ଓଡିଆ ବାଇବେଲ25 ଲାବନ ଆପଣା କନ୍ୟା ରାହେଲକୁ ବିଲ୍ହା ନାମ୍ନୀ ଯେଉଁ ଦାସୀ ଦେଇଥିଲା, ସେ ଯାକୁବଙ୍କର ଏହି ସନ୍ତାନମାନଙ୍କୁ ପ୍ରସବ କରିଥିଲା; ଏମାନେ ସର୍ବସୁଦ୍ଧା ସାତ ଜଣ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ଲାବନ ଆପଣା କନ୍ୟା ରାହେଲକୁ ବିଲ୍ହା ନାମ୍ନୀ ଯେଉଁ (ଦାସୀ) ଦେଇଥିଲା, ସେ ଯାକୁବଙ୍କର ଏହି ସନ୍ତାନମାନଙ୍କୁ ପ୍ରସବ କରିଥିଲା; ଏମାନେ ସର୍ବସୁଦ୍ଧା ସାତ ପ୍ରାଣୀ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଲାବନ ଆପଣା କନ୍ୟା ରାହେଲକୁ ବିଲ୍ହା ନାମ୍ନୀ ଯେଉଁ ଦାସୀ ଦେଇଥିଲା, ସେ ଯାକୁବଙ୍କର ଏହି ସନ୍ତାନମାନଙ୍କୁ ପ୍ରସବ କରିଥିଲା; ଏମାନେ ସର୍ବସୁଦ୍ଧା ସାତ ଜଣ। Viz kapitolaପବିତ୍ର ବାଇବଲ25 ଏମାନେ ବିଲହାର ପୁତ୍ରଗଣ ଥିଲେ। ଲାବନ ବିଲହାକୁ ସେବିକାରୂପେ ତା'ର କନ୍ୟା ରାହେଲକୁ ଦେଲେ। ତେଣୁ ଯାକୁବଙ୍କର ସାତ ଜଣ ବଂଶଧର ବିଲହାଠାରୁ ଜନ୍ମ ହୋଇଥିଲେ। Viz kapitola |