ଆଦି ପୁସ୍ତକ 46:28 - ଓଡିଆ ବାଇବେଲ28 ଏଥିଉତ୍ତାରେ ଯୋଷେଫ ଗୋଶନ ପ୍ରଦେଶକୁ ଯିବାର ପଥ ଯେପରି ଦେଖାଇବେ, ଏଥିପାଇଁ ଯାକୁବ ଆପଣା ଆଗେ ଯିହୁଦାକୁ ତାଙ୍କ ନିକଟକୁ ପଠାଇଲେ; ଏଉତ୍ତାରେ ସେମାନେ ଗୋଶନ ପ୍ରଦେଶରେ ଉତ୍ତରିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ଅନନ୍ତର ଯୋଷେଫ ଗୋଶନ ପ୍ରଦେଶକୁ ଯିବାର ପଥ ଯେପରି ଦେଖାଇବେ, ଏଥିପାଇଁ ଯାକୁବ ଆପଣା ଆଗେ ଯିହୁଦାକୁ ତାଙ୍କ ନିକଟକୁ ପଠାଇଲେ; ଏଉତ୍ତାରେ ସେମାନେ ଗୋଶନ ପ୍ରଦେଶରେ ଉତ୍ତରିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଏଥିଉତ୍ତାରେ ଯୋଷେଫ ଗୋଶନ ପ୍ରଦେଶକୁ ଯିବାର ପଥ ଯେପରି ଦେଖାଇବେ, ଏଥିପାଇଁ ଯାକୁବ ଆପଣା ଆଗେ ଯିହୁଦାକୁ ତାଙ୍କ ନିକଟକୁ ପଠାଇଲେ; ଏଉତ୍ତାରେ ସେମାନେ ଗୋଶନ ପ୍ରଦେଶରେ ଉତ୍ତରିଲେ। Viz kapitolaପବିତ୍ର ବାଇବଲ28 ଯାକୁବ ଯୋଷେଫଙ୍କ ପାଖକୁ ଏହି ଖବର ଦେବା ପାଇଁ ଯିହୁଦାଙ୍କୁ ଆଗରେ ପଠାଇଲେ। ଯିହୁଦା ଯୋଷେଫଙ୍କ ପାଖକୁ ଗଲେ। କାରଣ ସେ ତାଙ୍କୁ ଗୋଶନ ପ୍ରଦେଶକୁ ଯିବାକୁ ବାଟ ଦେଖାଇବେ। Viz kapitola |