ଆଦି ପୁସ୍ତକ 46:29 - ଓଡିଆ ବାଇବେଲ29 ତହୁଁ ଯୋଷେଫ ଆପଣା ପିତା ଇସ୍ରାଏଲଙ୍କ ସଙ୍ଗେ ସାକ୍ଷାତ କରିବା ପାଇଁ ରଥ ସଜାଇ ଗୋଶନ ପ୍ରଦେଶକୁ ଗମନ କଲେ; ପୁଣି, ତାଙ୍କୁ ଦେଖା ଦେଇ ତାଙ୍କ ଗଳା ଧରି ବହୁତ ସମୟ ପର୍ଯ୍ୟନ୍ତ ରୋଦନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ତହୁଁ ଯୋଷେଫ ଆପଣା ପିତା ଇସ୍ରାଏଲଙ୍କ ସଙ୍ଗେ ସାକ୍ଷାତ୍ କରିବା ପାଇଁ ରଥ ସଜାଇ ଗୋଶନ ପ୍ରଦେଶକୁ ଗମନ କଲେ; ପୁଣି ତାଙ୍କୁ ଦେଖା ଦେଇ ତାଙ୍କ ଗଳା ଧରି ବହୁତ ବେଳ ଯାଏ ରୋଦନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ତହୁଁ ଯୋଷେଫ ଆପଣା ପିତା ଇସ୍ରାଏଲଙ୍କ ସଙ୍ଗେ ସାକ୍ଷାତ କରିବା ପାଇଁ ରଥ ସଜାଇ ଗୋଶନ ପ୍ରଦେଶକୁ ଗମନ କଲେ; ପୁଣି, ତାଙ୍କୁ ଦେଖା ଦେଇ ତାଙ୍କ ଗଳା ଧରି ବହୁତ ସମୟ ପର୍ଯ୍ୟନ୍ତ ରୋଦନ କଲେ। Viz kapitolaପବିତ୍ର ବାଇବଲ29 ଯୋଷେଫ ଜାଣିଲେ ଯେ ତାଙ୍କର ପିତା ଇସ୍ରାଏଲ ଆସୁଛନ୍ତି। ତେଣୁ ଗୋଶନକୁ ଯାଇ ତାଙ୍କର ପିତାଙ୍କୁ ଦେଖା କରିବା ପାଇଁ ଯୋଷେଫ ତାଙ୍କର ରଥ ସଜାଡ଼ିଲେ। ଯେତେବେଳେ ଯୋଷେଫ ତାଙ୍କର ପିତାଙ୍କୁ ଦେଖିଲେ ସେ ତାହାଙ୍କ ଗଳାଧରି ବହୁ ସମୟ ରୋଦନ କଲେ। Viz kapitola |