Online Bible

- Reklamy -




ଆଦି ପୁସ୍ତକ 46:31 - ଓଡିଆ ବାଇବେଲ

31 ଏଥିଉତ୍ତାରେ ଯୋଷେଫ ଆପଣା ଭାଇମାନଙ୍କୁ ଓ ପିତୃପରିବାରକୁ କହିଲେ, “ମୁଁ ଯାଇ ଫାରୋଙ୍କୁ ସମ୍ବାଦ ଦେଇ କହିବି, କିଣାନ ଦେଶରୁ ମୋହର ଭ୍ରାତୃଗଣ ଓ ପିତୃପରିବାର ମୋ’ ନିକଟକୁ ଆସିଅଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ଅନନ୍ତର ଯୋଷେଫ ଆପଣା ଭାଇମାନଙ୍କୁ ଓ ପିତୃପରିବାରକୁ କହିଲେ, ମୁଁ ଯାଇ ଫାରୋଙ୍କୁ ସମ୍ଵାଦ ଦେଇ କହିବି, କିଣାନ ଦେଶରୁ ମୋହର ଭ୍ରାତୃଗଣ ଓ ପିତୃପରିବାର ମୋʼ ନିକଟକୁ ଆସିଅଛନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଏଥିଉତ୍ତାରେ ଯୋଷେଫ ଆପଣା ଭାଇମାନଙ୍କୁ ଓ ପିତୃପରିବାରକୁ କହିଲେ, “ମୁଁ ଯାଇ ଫାରୋଙ୍କୁ ସମ୍ବାଦ ଦେଇ କହିବି, ‘କିଣାନ ଦେଶରୁ ମୋହର ଭ୍ରାତୃଗଣ ଓ ପିତୃପରିବାର ମୋʼ ନିକଟକୁ ଆସିଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ

31 ଯୋଷେଫ ତାଙ୍କର ଭାଇମାନଙ୍କୁ ଏବଂ ତାଙ୍କ ପିତାଙ୍କର ପରିବାରବର୍ଗଙ୍କୁ କହିଲେ, “ମୁଁ ଯାଇ ଫାରୋଙ୍କୁ କହିବି ଯେ ତୁମ୍ଭେମାନେ ଏଠାରେ ଅଛ। ମୁଁ ଫାରୋଙ୍କୁ କହିବି, ‘ମୋର ଭାଇମାନେ ଓ ମୋର ପିତାଙ୍କର ଅନ୍ୟ ପରିବାରବର୍ଗ କିଣାନ ଦେଶ ଛାଡ଼ି ଏବେ ମୋ’ ପାଖରେ ଏହିଠାରେ ଅଛନ୍ତି।

Viz kapitola kopírovat




ଆଦି ପୁସ୍ତକ 46:31

Následuj nás:

Reklamy


Reklamy