ଆଦି ପୁସ୍ତକ 46:6 - ଓଡିଆ ବାଇବେଲ6 ଏଉତ୍ତାରେ ସେମାନେ, ଅର୍ଥାତ୍, ଯାକୁବ ଓ ତାଙ୍କ ସମସ୍ତ ବଂଶ, ଆପଣାମାନଙ୍କ ପଶୁଗଣ ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ମିସର ଦେଶରେ ପହଞ୍ଚିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏଉତ୍ତାରେ ସେମାନେ, ଅର୍ଥାତ୍, ଯାକୁବ ଓ ତାଙ୍କ ସମସ୍ତ ବଂଶ, ଆପଣାମାନଙ୍କ ପଶୁଗଣ ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ମିସର ଦେଶରେ ଉତ୍ତରିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଉତ୍ତାରେ ସେମାନେ, ଅର୍ଥାତ୍, ଯାକୁବ ଓ ତାଙ୍କ ସମସ୍ତ ବଂଶ, ଆପଣାମାନଙ୍କ ପଶୁଗଣ ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ମିସର ଦେଶରେ ପହଞ୍ଚିଲେ। Viz kapitolaପବିତ୍ର ବାଇବଲ6 ସେମାନେ ମଧ୍ୟ ସେମାନଙ୍କର ଥିବା ସମସ୍ତ ପଶୁ ଏବଂ ସେମାନେ ଯାହା ଜିନିଷ କିଣାନ ଦେଶରେ ଅର୍ଜ୍ଜନ କରିଥିଲେ ତାହା ସବୁ ମିଶର ଦେଶକୁ ନେଲେ, ଯାକୁବଙ୍କର ସମସ୍ତ ବଂଶଧର ସହିତ। Viz kapitola |