ଆଦି ପୁସ୍ତକ 47:16 - ଓଡିଆ ବାଇବେଲ16 ତହିଁରେ ଯୋଷେଫ କହିଲେ, “ତୁମ୍ଭମାନଙ୍କର ପଶୁ ଦିଅ; ଯଦି ରୂପା ଶେଷ ହୋଇଥାଏ, ତେବେ ପଶୁ ବଦଳେ ଆମ୍ଭେ ତୁମ୍ଭମାନଙ୍କୁ ଶସ୍ୟ ଦେବା।” Viz kapitolaପବିତ୍ର ବାଇବଲ (Re-edited) - (BSI)16 ତହିଁରେ ଯୋଷେଫ କହିଲେ, ତୁମ୍ଭମାନଙ୍କର ପଶୁ ଦିଅ; ଯେବେ ରୂପା ଶେଷ ହୋଇଥାଏ, ତେବେ ପଶୁ ବଦଳେ ଆମ୍ଭେ ତୁମ୍ଭମାନଙ୍କୁ ଶସ୍ୟ ଦେବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହିଁରେ ଯୋଷେଫ କହିଲେ, “ତୁମ୍ଭମାନଙ୍କର ପଶୁ ଦିଅ; ଯଦି ରୂପା ଶେଷ ହୋଇଥାଏ, ତେବେ ପଶୁ ବଦଳେ ଆମ୍ଭେ ତୁମ୍ଭମାନଙ୍କୁ ଶସ୍ୟ ଦେବା।” Viz kapitolaପବିତ୍ର ବାଇବଲ16 କିନ୍ତୁ ଯୋଷେଫ ଉତ୍ତର ଦେଲେ, “ତୁମ୍ଭର ପଇସା ସବୁ ଶେଷ ହେବାରୁ ତୁମ୍ଭର ପଶୁମାନଙ୍କୁ ମୋତେ ଦିଅ ଓ ମୁଁ ତୁମ୍ଭମାନଙ୍କୁ ଖାଦ୍ୟ ଦେବି।” Viz kapitola |