Online Bible

- Reklamy -




ଆଦି ପୁସ୍ତକ 47:20 - ଓଡିଆ ବାଇବେଲ

20 ଏହିରୂପେ ଦୁର୍ଭିକ୍ଷ ସେମାନଙ୍କ ପ୍ରତି ଅତି ଅସହ୍ୟ ହୁଅନ୍ତେ, ମିସ୍ରୀୟମାନେ ପ୍ରତ୍ୟେକେ ଆପଣା ଆପଣା ଭୂମି ବିକ୍ରୟ କଲେ; ତହିଁରେ ଯୋଷେଫ ଫାରୋଙ୍କ ନିମନ୍ତେ ମିସର ଦେଶର ସମସ୍ତ ଭୂମି କ୍ରୟ କଲେ; ତେଣୁ ସମସ୍ତ ଭୂମି ଫାରୋଙ୍କର ହେଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଏହିରୂପେ ଦୁର୍ଭିକ୍ଷ ସେମାନଙ୍କ ପ୍ରତି ଅତି ଅସହ୍ୟ ହୁଅନ୍ତେ, ମିସ୍ରୀୟମାନେ ପ୍ରତ୍ୟେକେ ଆପଣା ଆପଣା ଭୂମି ବିକ୍ରୟ କଲେ; ତହିଁରେ ଯୋଷେଫ ଫାରୋଙ୍କ ନିମନ୍ତେ ମିସର ଦେଶର ସମସ୍ତ ଭୂମି କ୍ରୟ କଲେ; ତେଣୁ ସମସ୍ତ ଭୂମି ଫାରୋଙ୍କର ହେଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏହିରୂପେ ଦୁର୍ଭିକ୍ଷ ସେମାନଙ୍କ ପ୍ରତି ଅତି ଅସହ୍ୟ ହୁଅନ୍ତେ, ମିସରୀୟମାନେ ପ୍ରତ୍ୟେକେ ଆପଣା ଆପଣା ଭୂମି ବିକ୍ରୟ କଲେ; ତହିଁରେ ଯୋଷେଫ ଫାରୋଙ୍କ ନିମନ୍ତେ ମିସର ଦେଶର ସମସ୍ତ ଭୂମି କ୍ରୟ କଲେ; ତେଣୁ ସମସ୍ତ ଭୂମି ଫାରୋଙ୍କର ହେଲା।

Viz kapitola kopírovat

ପବିତ୍ର ବାଇବଲ

20 ତେଣୁ ଯୋଷେଫ ଫାରୋଙ୍କ ନିମନ୍ତେ ମିଶର ଦେଶର ସମସ୍ତ ଭୂମି କ୍ରୟ କଲେ। ମିଶରରେ ସମସ୍ତ ଲୋକ ସେମାନଙ୍କର ଭୂମି ସବୁ ବିକ୍ରୟ କଲେ। ସେମାନେ ଭୋକରେ ଥିବାରୁ ଏହିପରି କଲେ।

Viz kapitola kopírovat




ଆଦି ପୁସ୍ତକ 47:20

Následuj nás:

Reklamy


Reklamy