ଆଦି ପୁସ୍ତକ 48:18 - ଓଡିଆ ବାଇବେଲ18 “ପିତଃ, ଏପରି ନୁହେଁ, ଏହି ଜଣ ଜ୍ୟେଷ୍ଠ, ଏହାର ମସ୍ତକରେ ଦକ୍ଷିଣ ହସ୍ତ ଦିଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)18 ପିତଃ, ଏପରି ନୁହେଁ, ଏହି ଜଣ ଜ୍ୟେଷ୍ଠ, ଏହାର ମସ୍ତକରେ ଦକ୍ଷିଣ ହସ୍ତ ଦିଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 “ପିତଃ, ଏପରି ନୁହେଁ, ଏହି ଜଣ ଜ୍ୟେଷ୍ଠ, ଏହାର ମସ୍ତକରେ ଦକ୍ଷିଣ ହସ୍ତ ଦିଅ।” Viz kapitolaପବିତ୍ର ବାଇବଲ18 ଯୋଷେଫ ତାଙ୍କର ପିତାଙ୍କୁ କହିଲେ, “ଆପଣ ଆପଣଙ୍କର ଦକ୍ଷିଣ ହସ୍ତ ଭୁଲରେ ରଖି ଅଛନ୍ତି। ମନଃଶି ପ୍ରଥମଜାତ ସନ୍ତାନ। ଆପଣ ଆପଣଙ୍କର ଦକ୍ଷିଣ ହସ୍ତ ମନଃଶିର ମସ୍ତକରେ ରଖନ୍ତୁ।” Viz kapitola |