ଆଦି ପୁସ୍ତକ 48:20 - ଓଡିଆ ବାଇବେଲ20 ସେହି ଦିନ ସେ ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ଇସ୍ରାଏଲ ବଂଶ ଆଶୀର୍ବାଦ କରିବା ସମୟରେ ତୁମ୍ଭମାନଙ୍କ ନାମ ଧରି କହିବେ, ପରମେଶ୍ୱର ତୁମ୍ଭକୁ ଇଫ୍ରୟିମ ଓ ମନଃଶି ତୁଲ୍ୟ କରନ୍ତୁ।” ଏହି ପ୍ରକାରେ ସେ ମନଃଶିଠାରୁ ଇଫ୍ରୟିମକୁ ଅଗ୍ରଗଣ୍ୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ସେହି ଦିନ ସେ ସେମାନଙ୍କୁ ଆଶୀର୍ବାଦ କରି କହିଲେ, ଇସ୍ରାଏଲ ବଂଶ ଆଶୀର୍ବାଦ କରିବା ସମୟରେ ତୁମ୍ଭମାନଙ୍କ ନାମ ଧରି କହିବେ, ପରମେଶ୍ଵର ତୁମ୍ଭକୁ ଇଫ୍ରୟିମ ଓ ମନଃଶି ତୁଲ୍ୟ କରନ୍ତୁ। ଏହି ପ୍ରକାରେ ସେ ମନଃଶିଠାରୁ ଇଫ୍ରୟିମକୁ ଅଗ୍ରଗଣ୍ୟ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସେହି ଦିନ ସେ ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ଇସ୍ରାଏଲ ବଂଶ ଆଶୀର୍ବାଦ କରିବା ସମୟରେ ତୁମ୍ଭମାନଙ୍କ ନାମ ଧରି କହିବେ, ‘ପରମେଶ୍ୱର ତୁମ୍ଭକୁ ଇଫ୍ରୟିମ ଓ ମନଃଶି ତୁଲ୍ୟ କରନ୍ତୁ।’” ଏହି ପ୍ରକାରେ ସେ ମନଃଶିଠାରୁ ଇଫ୍ରୟିମକୁ ଅଗ୍ରଗଣ୍ୟ କଲେ। Viz kapitolaପବିତ୍ର ବାଇବଲ20 ତେଣୁ ଇସ୍ରାଏଲ ସେ ଉଭୟଙ୍କୁ ଆଶୀର୍ବାଦ କରି କହିଲେ, “ଯେତେବେଳେ ଇସ୍ରାଏଲର ଲୋକମାନେ ଅନ୍ୟମାନଙ୍କୁ ଆଶୀର୍ବାଦ କରିବେ ସେମାନେ ତୁମ୍ଭର ନାମ ନେବେ। ସେମାନେ କହିବେ, ‘ଇଫ୍ରୟିମ ଓ ମନଃଶି ପରି ପରମେଶ୍ୱର ତୁମ୍ଭଙ୍କୁ କରନ୍ତୁ।’” ଏହି ପ୍ରକାରରେ ଇସ୍ରାଏଲ ମନଃଶିଠାରୁ ଇଫ୍ରୟିମଙ୍କୁ ମହାନ କଲେ। Viz kapitola |